ନରସିଂହ କଂଗ୍ରେସ ବିଧାୟକ ଦଳ ନେତା

ଭୁବନେଶ୍ୱର, ୨୪।୬(ବ୍ୟୁରୋ): କଂଗ୍ରେସ ନିକଟରେ ଶେଷ ହୋଇଥିବା ନିର୍ବାଚନରେ ମାତ୍ର ୯ଟି ଆସନ ପାଇଁ ତୃତୀୟ ସ୍ଥାନକୁ ଖସିଯାଇଛି। ତେବେ ଦଳ ପକ୍ଷରୁ କାହାରିକୁ ବିଧାୟକ ଦଳ ନେତାଭାବେ ନିଷ୍ପତ୍ତି ହୋଇ ନ ଥିଲା। ୨୫ରେ ବିଧାନସଭାର ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ଏଭଳି ସ୍ଥିତିରେ ଶେଷ ସମୟରେ ବରିଷ୍ଠ ବିଧାୟକ ନରସିଂହ ମିଶ୍ର କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ସଂଖ୍ୟା କମ୍‌ ଥିଲେ ମଧ୍ୟ ଦଳ ପକ୍ଷରୁ ଜଣେ ଉପନେତା ରହିବେ। କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ଦଳର ଉପନେତା ହୋଇଛନ୍ତି। ସେହିପରି ତାରାପ୍ରସାଦ ବାହିନୀପତିଙ୍କୁ ବିଧାୟକ ଦଳ ମୁଖ୍ୟ ସଚେତକ ଏବଂ ମହମ୍ମଦ ମୋକିମ ସେକ୍ରେଟାରୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?