ଶେରଗଡ଼,୨୧ା୮(ଡି.ଏନ୍.ଏ.): ଶେରଗଡ଼ ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ମଙ୍ଗଳବାର ୨ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନେ ଗୋଟିଏ ପରିବାରର ଦୁଇ ଭାଇ। ଉଭୟଙ୍କୁ ଜ୍ୱର ହେବାରୁ ସନ୍ଧ୍ୟାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ରକ୍ତ ନମୁନା ପରୀକ୍ଷା ପରେ ଡେଙ୍ଗୁ ଜୀବାଣୁ ଥିବା ଜଣାପଡିଛି। ସେମାନେ ବର୍ତ୍ତମାନ ବ୍ରହ୍ମପୁର ବଡ଼ ମେଡ଼ିକାଲର ଡେଙ୍ଗୁ ଓ୍ବାର୍ଡରେ ଚିକିତ୍ସିତ ହେଉଛନ୍ତି। ନରେନ୍ଦ୍ରପୁର ଗଁାରେ ବହୁତ ଜ୍ୱର ରୋଗୀ ଥିବା ବେଳେ ସେମାନଙ୍କ ଅଧିକ ଚିକିତ୍ସା କରିବା ପାଇଁ ସାଧାରଣରେ ଦାବି ହେଉଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା
ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…
ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ପ୍ରତିଯୋଗିତା
ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏନେଇ ସୋମବାର ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ମଧ୍ୟରେ ଥିବା…
ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’
ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…
ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି
କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…
ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା
ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…
ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ
ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…
ଚୋର-ପୋଲିସ୍ର ଖେଳ ସୋସିଆଲ୍ ମିଡିଆରେ ଭାଇରାଲ୍: ଚାରି ଥାନାର ପୋଲିସ୍କୁ ପାଣି ପିଆଇ…
ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍ ଲଢ଼େଇ ଏବେ ସୋସିଆଲ୍ ମିଡିଆରେ ଖୁବ୍ ଭାଇରାଲ୍ ହେବାରେ ଲାଗିଛି। ଗତ ଶୁକ୍ରବାର…
ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ
ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…
Archives

