ନର୍ଗିସ୍‌ଙ୍କୁ ବିବାହ ପୂର୍ବରୁ ସୁନୀଲ ଦତ୍ତଙ୍କୁ ମିଳିଥିଲା ଧମକ

ବଲିଉଡ୍‌ରେ ଅନେକ ଭେଟେରାନ ଅଭିନେତ୍ରୀ ଅଛନ୍ତି। କିନ୍ତୁ ବହୁତ କମ ଅଭିନେତ୍ରୀ ଅଛନ୍ତି, ଯାହାଙ୍କ ଅବଦାନ ବର୍ଷ ବର୍ଷ ପରେ ମଧ୍ୟ ସ୍ମରଣୀୟ ହୋଇ ରହିଛି। ଆଜି ଏପରି ଜଣେ ଅଭିନେତ୍ରୀଙ୍କ ଜନ୍ମଦିନ, ଯାହାଙ୍କ ଅବଦାନ ଚିରସ୍ମରଣୀୟ। ସେହି ଅଭିନେତ୍ରୀ ଜଣଙ୍କ ହେଉଛନ୍ତି ନର୍ଗିସ। ନର୍ଗିସ ତାଙ୍କ ଚମତ୍କାର କ୍ୟାରିୟରରେ ଅନେକ ହିଟ ଫିଲ୍ମରେ କାମ କରିଥିଲେ। ଏପରିକି ପ୍ରଥମ ଥର ପାଇଁ ଓସ୍କାର ନାମାଙ୍କନରେ ପହଞ୍ଚିଥିବା ଫିଲ୍ମ ମଦର ଇଣ୍ଡିଆରେ ନର୍ଗିସଙ୍କ ଅଭିନୟ ଆଜି ବି ଦର୍ଶକଙ୍କ ମନରେ ଜୀବିତ ହୋଇ ରହିଛି। ନର୍ଗିସଙ୍କ ସହ ଏହି ଫିଲ୍ମରେ ଅଭିନେତା ସୁନୀଲ ଦତ୍ତ ମଧ୍ୟ ଅଭିନୟ କରିଥିଲେ। ଏହି ଫିଲ୍ମ ପରେ ଦୁହେଁ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ସୁନୀଲ ଦତ୍ତଙ୍କ ପାଇଁ ନର୍ଗିସଙ୍କୁ ବିବାହ କରିବା ଏତେ ସହଜ ନ ଥିଲା। ଉଭୟଙ୍କ ସମ୍ପ୍ରଦାୟ ଭିନ୍ନ ଥିଲା। ନର୍ଗିସ ମୁସଲମାନ ଏବଂ ସୁନୀଲ ହିନ୍ଦୁ ଥିଲେ। ଏହି କାରଣରୁ ସୁନୀଲଙ୍କୁ ଅଣ୍ଡରଓ୍ବାଲର୍‌ଡ ଧମକ ମିଳିଥିଲା। କିନ୍ତୁ ଏଥିରେ ନ ଡରି ଉଭୟ ନିଜ ପ୍ରେମକୁ ବିବାହର ରୂପ ହେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri