ଭବାନୀପାଟଣା, ୬।୭ (ଡି.ଏନ୍.ଏ.): କଳାହାଣ୍ଡି ଜିଲା ନର୍ଲାସ୍ଥିତ ଜବାହର ନବୋଦୟ ବିଦ୍ୟାଳୟର ଅଷ୍ଠମ ଶ୍ରେଣୀ ଛାତ୍ର ସଞ୍ଜିତ ନାଏକ ଗତ ୧ତାରିଖରୁ ନିଖୋଜ ଅଛନ୍ତି। ଏ ନେଇ ଶନିବାର ପରିବାର ଲୋକେ ଅଭିଯୋଗ କରିଛନ୍ତି।
ଥୁ.ରାମପୁର ବ୍ଲକ ଲୋହରାଯୋର ଗ୍ରାମର ସଞ୍ଜିତ ନର୍ଲା ନବୋଦୟ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀରେ ପଢ଼ୁଥିଲେ। ଗ୍ରୀଷ୍ମ ଛୁଟିରେ ସଞ୍ଜିତ ନିଜ ଗାଁକୁ ଯାଇଥିଲେ। ଛୁଟି ସରିବା ପରେ ଜୁନ ୩୦ ତାରିଖରେ ବଡ଼ଭାଇ ଯୁଧିଷ୍ଠିର ସାନଭାଇ ସଞ୍ଜିତକୁ ଧରି ନର୍ଲା ନବୋଦୟ ସ୍କୁଲରେ ଛାଡିଆସିଥିଲେ। ତେବେ ଜୁଲାଇ ୧ ତାରିଖରେ ସ୍କୁଲ କର୍ତ୍ତୃପକ୍ଷ ସଞ୍ଜିତ ନିଖୋଜ ଥିବା ନେଇ ଫୋନ କରି ପରିବାର ଲୋକଙ୍କୁ ଜଣାଇଥିଲେ। ପରେ ପରିବାର ଲୋକେ ସ୍କୁଲ ଅଧ୍ୟକ୍ଷଙ୍କୁ ଦେଖାକରି ସଞ୍ଜିତଙ୍କ ସମ୍ପର୍କରେ ପଚାରିବାରୁ ତାଙ୍କ ନିଖୋଜ ସମ୍ପର୍କରେ ସ୍କୁଲ ପକ୍ଷରୁ ନର୍ଲା ଥାନାରେ ଏତଲା ଦେଇଥିବା ସହ ଖୋଜାଖୋଜି ଜାରି ରଖିଥିବା ଅଧ୍ୟକ୍ଷ କହିଥିଲେ। ନର୍ଲା ଥାନାରେ ଏକ ନିଖୋଜ ମାମଲା ରୁଜୁକରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ପୋଲିସ ସ୍କୁଲର ସିସିଟିଭି ଫୁଟେଜ ଯାଞ୍ଚ କରିବା ସହ ସ୍କୁଲ କର୍ମଚାରୀଙ୍କୁ ଘଟଣା ସମ୍ପର୍କରେ ପଚାରି ତଦନ୍ତ ଚଳାଉଥିବା ଥାନା ଅଧିକାରୀ ରମଣୀ ରଞ୍ଜନ ଦଳାଇ କହିଛନ୍ତି।
ମନ୍ଦିର ତାଲା ଖୋଲି ଦାନବାକ୍ସ ନେଇଗଲେ, ପୋଲିସର ତଦନ୍ତ ଆରମ୍ଭ
ଅମରପାଲି,୨୬।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ସହରର ତ୍ରିବେଣୀ ଛକ ସ୍ଥିତ ଦୁର୍ଗା ମନ୍ଦିରରୁ ଦାନବାକ୍ସ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମନ୍ଦିର କମିଟି ପକ୍ଷରୁ…
ବାତ୍ୟାକୁ ନେଇ IMD ଡିଜିଙ୍କ ବଡ଼ ସୂଚନା, ଦକ୍ଷିଣ ଓଡ଼ିଶାରେ ୬୦ରୁ ୮୦କିମି ବେଗରେ ବହିବ ପବନ
ଭୁବନେଶ୍ୱର,୨୬।୧୦: ବଙ୍ଗୋପସାଗରରେ ବଳ ଗୋଟାଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଅର୍ଣ୍ଣବ’। ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୬୦ରୁ ୮୦ କିମି ବେଗରେ ପବନ ବହିବ…
ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ: ନିର୍ଜନ ଦ୍ୱୀପରେ ଆଶ୍ରୟ ନେଇଛନ୍ତି ୨୦ରୁ ଅଧିକ କଙ୍କଡ଼ା ଧରାଳି, ପହଞ୍ଚିନି ସଚେତନତା ବାର୍ତ୍ତା
ମହାକାଳପଡ଼ା,୨୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅର୍ଣ୍ଣବ’ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସ୍ଥଳଭାଗ ମୁହାଁ ହେଉଛି। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର (IMD)ର ସୂଚନା ଅନୁଯାୟୀ,…
ମାଡ଼ି ଆସୁଛି ବାତ୍ୟା: ଗୋପାଳପୁରରୁ ୫୮୦କି.ମି ଦୂରରେ ଅର୍ଣ୍ଣବ
ଭୁବନେଶ୍ୱର,୨୬।୧୦: ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା ‘ଅର୍ଣ୍ଣବ’। ଆଜି ମଧ୍ୟରାତି ସୁଦ୍ଧା ବାତ୍ୟା ଭୀଷଣ ରୂପ ନେବ। ଆସନ୍ତାକାଲି ବାତ୍ୟା ଅତି ଭୀଷଣ ରୂପ ନେବାର ସମ୍ଭାବନା…
ବିଦ୍ୟୁତ୍ ଠିକା କର୍ମଚାରୀଙ୍କୁ ଛଟେଇ ନେଇ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କୁ ଦୁଃଖ ଜଣାଇବାକୁ ଦଣ୍ଡ ପ୍ରଣାମ ମାରିମାରି…
ଖୋର୍ଦ୍ଧା,୨୬ା୧୦(ପ୍ରଭାତ ପାଣିଗ୍ରାହୀ): ‘ଟାଟା ହଟାଅ, ଓଡ଼ିଶା ବଞ୍ଚାଅ’ ନାରାରେ ଖୋର୍ଦ୍ଧାରେ ତେଜିଛି ବିଦ୍ୟୁତ୍ ଠିକା କର୍ମଚାରୀଙ୍କ ଆନ୍ଦୋଳନ। ଖୋର୍ଦ୍ଧା ବିଦ୍ୟୁତ୍ ଡିଭିଜନ ଅଧୀନ ୧୮ଟି ସେକ୍ସନରେ କାର୍ଯ୍ୟରତ…
ବିବାଦ ଘେରରେ କଟକ ଜିଲାପାଳଙ୍କ ନିର୍ଦ୍ଦେଶନାମା: ତହସିଲଦାରଙ୍କୁ ରାଜସ୍ବ କ୍ଷମତା ହସ୍ତାନ୍ତରକୁ ନେଇ ଉଠିଲା ପ୍ରଶ୍ନ
କଟକ ସଦର,୨୬ା୧୦(ସୁଶାନ୍ତ କୁମାର ଜେନା): ୨୦୨୫ରେ କଟକ ଜିଲାପାଳ ଏକ ନିର୍ଦ୍ଦେଶନାମା ଜାରି କରି ସରକାରୀ ଜମିର ହସ୍ତାନ୍ତର କରିବାର କ୍ଷମତା ଜିଲାର ସମସ୍ତ ତହସିଲଦାରଙ୍କୁ ପ୍ରଦାନ…
ଅଜଣା ଗାଡ଼ି ଧକ୍କାରେ ୨ ଯୁବକଙ୍କ ଜୀବନ ଗଲା, ଜଣେ ଗୁରୁତର
ଢେଙ୍କାନାଳ,୨୬ା୧୦(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ପୁରୁଣା କଟକ-ସମ୍ବଲପୁର ରାସ୍ତାର କୋତ୍ତମଠାରେ ରବିବାର ବିଳମ୍ବିତ ରାତିରେ ଏକ ପିକଅପ୍ ଧକ୍କାରେ ବିପରୀତ ଦିଗରୁ…
ଜଙ୍ଗଲରୁ ମିଳିଲା କବିରାଜଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇ…
ବାରିପଦା,୨୬ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ଖେଜୁରୀ ଓ କାକୁଡ଼ିରୁମା ଜଙ୍ଗଲ ମଧ୍ୟବର୍ତ୍ତୀ ଅଞ୍ଚଳରୁ ଜଣେ କବିରାଜଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ…

