ନର୍ସିଂ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ୮ ଅଭିଯୁକ୍ତ କୋର୍ଟଚାଲାଣ

ଜୁନାଗଡ,୨୭।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଞ୍ଚଳରେ ଜଣେ ନର୍ସିଂ ଛାତ୍ରୀ ଗଣବଳାକତ୍ାର ଘଟଣାରେ ପୋଲିସ ବୁଧବାର ୮ଜଣଙ୍କୁ ଗିରଫ କରିଥିଲା । ଅନ୍ୟ ଜଣେ ନାବାଳକ ଏଥିରେ ସମ୍ପକ୍ତ ଥିବା ପୋଲିସ କହିଥିଲା। ଗୁରୁବାର ସମସ୍ତ ଅଭିଯୁକ୍ତଙ୍କୁ ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରୀମାଇନା କରାଯାଇଥିଲା। ଏହା ପରେ ସନ୍ଧ୍ୟାରେ ନାବାଳକଙ୍କୁ ଛାଡି ୮ଜଣ ଅଭିଯୁକ୍ତଙ୍କୁ ଜୁନାଗଡ ଜେଏମ୍‌ଏଫସି କୋର୍ଟରେ ହାଜର କରାଯାଇଥିଲା। ଅଭିଯୁକ୍ତଙ୍କ ପକ୍ଷରୁ କୌଣସି ଓକିଲ କେସ୍‌ ଲଢ଼ୁ ନ ଥିବାରୁ ସମସ୍ତଙ୍କୁ ଧର୍ମଗଡ଼ ଉପଖଣ୍ଡ କାରାଗାରକୁ ପଠାଇ ଦିଆଯାଇଥିଲା। ସେହିପରି ନାବାଳକଙ୍କୁ ଭବାନୀପାଟଣା ଜୁଭେନାଇଲ ବୋର୍ଡରେ ହାଜର କରାଯାଇଛି।
ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରେ ଗଣବଳାକତ୍ାର ଘଟଣାରେ ୬ ଜଣ ସମ୍ପୃକ୍ତ ରହିଥିଲେ। ସେମାନେ ହେଲେ ଜୁନାଗଡ ଥାନା ବକ୍ସିତୁଲସୀପାଲି ଗ୍ରାମର ଅମିତ ନାଏକ (୩୦), ପ୍ରକାଶ ନାଏକ ଓରଫ ଲୁକୁ (୨୨), ଶାନ୍ତ ନାଏକ (୨୪), ଲାବଣ୍ୟ ଛତ୍ରିିଆ(୨୧), ଅନିରୁଦ୍ଧ ଓରଫ ତରଙ୍ଗ ଛତ୍ରିଆ (୨୦) ଓ ଜଣେ ନାବାଳକ। ସେହିପରି ଭିଡିଓ ଭାଇରାଲ କରିଥିବା ଘଟଣାରେ ଜୁନାଗଡ ଥାନା ବକ୍ସିତୁଲସୀପାଲି ଗ୍ରାମର ବିନୋଦ ନାଏକ ଓରଫ ଘାଟୁ (୩୨), ସ୍ବୟମ୍ବର ବାଗ (୩୦) ଓ କୋକସରା ଥାନା ତେନ୍ତୁଲିପଡାର ଟିକମଣି ପୋଢ (୩୨)ଙ୍କୁ ମଧ୍ୟ ପୋଲିସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri