ନଳକୂପ ନାହିଁ, ନାଳରୁ ପାଣି ସଂଗ୍ରହ କରୁଛନ୍ତି ଲୋକେ

ଭବାନୀପାଟଣା,୨୯।୨(ଡି.ଏନ୍‌.ଏ.): ଅନୁସୂଚିତ ଜନଜାତି କୁଟିଆ କନ୍ଧଙ୍କ ପାଇଁ ରାଜ୍ୟ ସରକାର ସ୍ଥାପନ କରିଛନ୍ତି କୁଟିଆ କନ୍ଧ ଉନ୍ନୟନ ସଂସ୍ଥା (କେକେଡିଏ)। କୁଟିଆ କନ୍ଧଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ଏହି ସଂସ୍ଥା କାର୍ଯ୍ୟ କରୁଛି। ତଥାପି ଏମାନେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟ ଜଳ ପରି ମୌଳିକ ଆବଶ୍ୟକତାରୁ ବଞ୍ଚତ୍ତ ହେଉଛନ୍ତି। ନଳକୂପ ପାଣି ଟୋପାଏ ଏମାନଙ୍କ ପାଇଁ ସତେ ଯେମିତି ସାତ ସପନ ପାଲଟିଛି। ଫଳରେ ନାଳରୁ ପିଇବା ପାଣି ସଂଗ୍ରହ କରୁଛନ୍ତି ଏଠାକାର ଅଧିବାସୀ। ହଜାର ହଜାର ବର୍ଷ ଧରି ଡଙ୍ଗର ପାହାଡ଼ ଉପରେ ନିର୍ଭର କରି ଚଳି ଆସୁଛନ୍ତ। ଏମାନଙ୍କ ଜୀବନ ଜୀବିକା ପ୍ରତି କାହାର ନଜର ନାହିଁ। ଏମାନଙ୍କ ପାଇଁ ସରକାରୀ ରାଜକୋଷରୁ କୋଟିକୋଟି ଟଙ୍କା ଖର୍ଚ୍ଚ ହେଉଛି ସତ କିନ୍ତୁ କୌଣସି ସୁଫଳ ମିଳୁନାହିଁ। ଯଥା ପୂର୍ବଂ ତଥା ପରଂ ଅବସ୍ଥାରେ ଜୀବନ ଅତିବାହିତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri