ନାଇଟ୍‌ କ୍ଲବ୍‌ରେ ସଂସ୍କୃତ ଗୀତରେ ନାଚନ୍ତି ଲୋକେ…

ବୁଇନୋସ୍‌ ଆରିସ୍‌, ୧୬।୨: ନାଇଟ୍‌ କ୍ଲବ୍‌ରେ ହିନ୍ଦୀ ଅବା ଇଂଲିଶ୍‌ ଗୀତରେ ଲୋକେ ନାଚିଥାନ୍ତି। କିନ୍ତୁ ଆର୍ଜେଣ୍ଟିନାରେ ଥିବା ଏକ ନାଇଟ୍‌ କ୍ଲବ୍‌ରେ ଲୋକେ ସଂସ୍କୃତ ଗୀତରେ ନାଚିଥାନ୍ତି। ସ୍ଥାନୀୟ ବୁଇନୋସ୍‌ ଆରିସ୍‌ରେ ଥିବା ଗ୍ରୋବ୍‌ ନାଇଟ୍‌ କ୍ଲବ୍‌ରେ ଏଭଳି ହୋଇଥାଏ। ଏଠାରେ ଗଣେଶ ଶରଣମ୍‌, ଗୋବିନ୍ଦା-ଗୋବିନ୍ଦା, ଜୟ ଜୟ ରାଧା ରମଣ ଆଦି ଭକ୍ତି ସଙ୍ଗୀତର ତାଳେତାଳେ ଲୋକେ ନାଚିବା ଆରମ୍ଭ କରନ୍ତି। ଏଠାରେ ପ୍ରତି ଦିନ ୮୦୦ରୁ ହଜାରେ ଲୋକ ଯୋଗ ଦେଇଥାନ୍ତି। ଏହି କ୍ଲବ୍‌ରେ ଲୋକେ ମଦ୍ୟପାନ କରନ୍ତିନି କି ଧୂମ୍ରପାନ କରି ନ ଥାନ୍ତି। ଏଠାରେ କୌଣସି ଆମିଷ ଖାଦ୍ୟ ମଧ୍ୟ ମିଳେନା। ଲୋକେ ଫଳରସ ଏବଂ ସଫ୍ଟ ଡ୍ରିଙ୍କସ୍‌ ପିଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ପାଇଁ ଝୁଲିପଡିଲେ ପ୍ରେମିକ, ଏହି କଥାକୁ ନେଇ ଝଗଡ଼ା ହେବାରୁ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମିରିଖୋଜି ପଞ୍ଚାୟତ ଅନ୍ତର୍ଗତ ଭାଲିଆଡାଳ ଗ୍ରାମର ଚକ୍ରଧର ସାହୁଙ୍କ ପୁଅ ଜିତେନ୍ଦ୍ର ସାହୁ (୧୮) ଶୁକ୍ରବର ଘର…

OBC ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ: ଯଦି ମାତାପିତା ଆଇଏଏସ ଅଧିକାରୀ ତେବେ…

ନୂଆଦିଲ୍ଲୀ,୨୨।୫: ସୁପ୍ରିମକୋର୍ଟ ଓବିସି ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି କରିଛନ୍ତି। କୋର୍ଟ ଟିପ୍ପଣୀ କରିଛନ୍ତି ଯେ, ଯଦି ମାତାପିତା ଆଇଏଏସ ଅଧିକାରୀ, ତେବେ ସେମାନେ…

ପନିର ଖାଇ ICUରେ ୭ ଛାତ୍ର! NCC ଶିବିରରେ ଆତଙ୍କ

ଜବଲପୁର,୨୨।୫: ମଧ୍ୟ ପ୍ରଦେଶର ଜବଲପୁରର ଡୁମନାରେ IIITDM କ୍ୟାମ୍ପସ ମଧ୍ୟରେ ଚାଲିଥିବା NCC ଶିବିରରେ ଆତଙ୍କ ସୃଷ୍ଟି ହୋଇଛି। ରାତ୍ରୀଭୋଜନ ପରେ ହଠାତ୍‌ ୫୦ରୁ ଅଧିକ କ୍ୟାଡେଟଙ୍କ…

ଖଣ୍ଡଦେଉଳି ଗ୍ରାମର ମୃତ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ, ନିଜସ୍ବ ପାଣ୍ଠିରୁ ଦେଲେ ଆର୍ଥିକ ସହାୟତା

ଗଞ୍ଜାମ,୨୨। ୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଏହି ଗ୍ରାମର ବାସିନ୍ଦା ପୂର୍ଣ୍ଣ…

୧୯ ବର୍ଷୀୟା ବଧୂ, ୪୦ ବର୍ଷୀୟ ବର: ବରମାଳା ପୂର୍ବରୁ ଧରାପଡିଲେ ନକଲି ବର, ଗାଁ ଲୋକେ କାବୁ କରି ….

ପାଟନା,୨୨ା୫: ବିହାରର ମୁଜାଫରପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଦମ୍ପତି ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ଯୁଦ୍ଧକ୍ଷେତ୍ରରେ ପରିଣତ ହୋଇଥିଲା । ରାଜସ୍ଥାନର…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା ଅନୁଷ୍ଠିତ: ଏକର ପିଛା ଏତେ କୋଟି ଦାବି କଲେ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଯମୁନାପଶୀ ଓ ଚେମେଣା ପଞ୍ଚାୟତରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଶୁକ୍ରବାର ଯମୁନାପଶି ପଞ୍ଚାୟତ ଗୋଡି…

ଆଉ ୧୦ଦିନ ପରେ ଓଡ଼ିଶାରେ ପ୍ରଳୟ! ଏବେଠୁ ପ୍ରଭାବ ପଡିବା ଆରମ୍ଭ?

ଭୁବନେଶ୍ବର,୨୨ା୫: ଦେଶର ଅଧିକାଂଶ ଭାଗରେ ପାରଦ ଏବେ ୪୫ ରୁ ୪୮ ଡିଗ୍ରୀ ସେଲସିୟସ ପାର୍‌ କରିସାରିଲାଣି। ଦିଲ୍ଲୀ-ଏନସିଆର, ଉତ୍ତର ଭାରତ ଏବଂ ଓ ସମେତ ବିଭିନ୍ନ…

କେତନଙ୍କୁ ମିଳିଲା ଗୁରୁଦାୟୀତ୍ୱ, ଜାଣନ୍ତୁ କେତନ କିଏ…

ଭୋପାଳ,୨୨ା୫: ଆସନ୍ତା ମେ ୨୯ରୁ ଜୁନ୍‌ ୬ ପର୍ଯ୍ୟନ୍ତ ଜାପାନର କାକାମିଗାହାରାଠାରେ ହେବାକୁଥିବା ୧୮ ବର୍ଷରୁ କମ୍‌ ଏସିଆ କପ୍‌ ହକି ପ୍ରତିଯୋଗିତା ପାଇଁ ଫରଓ୍ବାର୍ଡ କେତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri