ନାକଚଣା ଦ୍ୱାରରେ ତିନିରଥ

ପୁରୀ ଅଫିସ,୧୦।୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପ୍ରସ୍ତୁତ ତିନି ରଥ। ମଙ୍ଗଳବାର ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାରରେ ପହଞ୍ଚିଥିଲା। ହେଲେ ସନ୍ଧ୍ୟା ହୋଇ ଯିବାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦକ୍ଷିଣମୋଡ଼ ହୋଇପାରି ନ ଥିଲା। ବୁଧବାର ସକାଳେ ନନ୍ଦିଘୋଷ ରଥର ଦକ୍ଷିଣମୋଡ଼ କରାଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଥିବା ନନ୍ଦିଘୋଷ ରଥକୁ ସକାଳେ ପୋଲିସ କର୍ମଚାରୀ ବଡ଼ଶଙ୍ଖ ପର୍ଯ୍ୟନ୍ତ ଟାଣି ନେଇ ଦକ୍ଷିଣ ମୋଡ଼ କରିଥିଲେ। ବର୍ତ୍ତମାନ ତିନିରଥ ନାକଚଣା ଦ୍ୱାରରେ ପ୍ରସ୍ତୁତ ହୋଇ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri