ନାକଚଣା ଦ୍ୱାରରେ ତିନିରଥ

ପୁରୀ ଅଫିସ,୧୦।୭: ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ପ୍ରସ୍ତୁତ ତିନି ରଥ। ମଙ୍ଗଳବାର ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାରରେ ପହଞ୍ଚିଥିଲା। ହେଲେ ସନ୍ଧ୍ୟା ହୋଇ ଯିବାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦକ୍ଷିଣମୋଡ଼ ହୋଇପାରି ନ ଥିଲା। ବୁଧବାର ସକାଳେ ନନ୍ଦିଘୋଷ ରଥର ଦକ୍ଷିଣମୋଡ଼ କରାଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଥିବା ନନ୍ଦିଘୋଷ ରଥକୁ ସକାଳେ ପୋଲିସ କର୍ମଚାରୀ ବଡ଼ଶଙ୍ଖ ପର୍ଯ୍ୟନ୍ତ ଟାଣି ନେଇ ଦକ୍ଷିଣ ମୋଡ଼ କରିଥିଲେ। ବର୍ତ୍ତମାନ ତିନିରଥ ନାକଚଣା ଦ୍ୱାରରେ ପ୍ରସ୍ତୁତ ହୋଇ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri