Posted inଜାତୀୟ

ନାଗରିକତା ସଂଶୋଧନ ବିଲ୍‌ ଲୋକସଭାରେ ଆଗତ

ନୂଆଦିଲ୍ଲୀ,୯।୧୨: ନାଗରିକତା ସଂଶୋଧନ ବିଲ୍‌କୁ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଲୋକସଭାରେ ଆଗତ କରିଛନ୍ତି। ଗୃହରେ ଉପସ୍ଥିତ ଥିବା ୩୭୫ ସଦସ୍ୟଙ୍କ ମଧ୍ୟରୁ ଆଗତ ସପକ୍ଷରେ ୨୯୩ ଭୋଟ ପଡ଼ିଥିବାବେଳେ ବିରୋଧରେ ୮୨ ଭୋଟ ପଡ଼ିଥିଲା। ବିଲ୍‌ ଉପରେ ମଙ୍ଗଳବାର ଆଲୋଚନା ହେବ। ଏହାକୁ ନେଇ କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳଙ୍କ ପକ୍ଷରୁ ବିରୋଧ ଜାରି ରହିଛି। ନାଗରିକତା ସଂଶୋଧନ ବିଲ୍‌ରେ ୧୯୫୫ ନାଗରିକତା ଅଧିନିୟମରେ କେତେକ ପରିବର୍ତ୍ତନ ଅଣାଯିବାର ଯୋଜନା ରହିଛି। ଏହାଦ୍ୱାରା ପାକିସ୍ତାନ, ଆଫଗାନୀସ୍ତାନ, ବାଂଲାଦେଶ ଆଦି ଦେଶରୁ ଭାରତକୁ ଆସିଥିବା ହିନ୍ଦୁ, ଶିଖ୍‌, ବୌଦ୍ଧ, ଜୈନ, ପାର୍ସୀ ଏବଂ ଖ୍ରୀଷ୍ଟିଆନ୍‌ ପ୍ରଭୃତି ଶରଣାର୍ଥୀଙ୍କ ପାଇଁ ଭାରତୀୟ ନାଗରିକତା ହାସଲ କରିବା ସହଜ ହୋଇପାରିବ ବୋଲି କୁହାଯାଉଛି। ଭାଜପା ପକ୍ଷରୁ ଏହାର ସମସ୍ତ ସଦସ୍ୟଙ୍କ ପାଇଁ ଏହି ବିଲ୍‌ ନେଇ ହ୍ବିପ୍‌ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri