Posted inଜାତୀୟ

ନାଗରିକତ୍ୱ ପାଇଁ ଦେବାକୁ ପଡ଼ିବ ଧର୍ମର ପ୍ରମାଣ

ନୂଆଦିଲ୍ଲୀ,୨୮।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଅନ୍ତର୍ଗତ ଏବେ ପାକିସ୍ତାନ, ଆଫଗାନିସ୍ତାନ, ବାଂଲାଦେଶରୁ ଆସିଥିବା ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତ୍ୱ ଲାଗି ଧର୍ମର ପ୍ରମାଣ ଦେବାକୁ ପଡ଼ିବ। ଏସବୁ ଦେଶରୁ ୨୦୧୪ ଡିସେମ୍ବର ୩୧ ପୂର୍ବରୁ ଆସିଥିବା ହିନ୍ଦୁ, ଶିଖ୍‌, ଖ୍ରୀଷ୍ଟିଆନ୍‌, ବୌଦ୍ଧ, ଜୈନ ଏବଂ ପାର୍ସୀ ଶରଣାର୍ଥୀଙ୍କୁ ଏହି ପ୍ରମାଣ ଦେବାକୁ ପଡ଼ିବ। ଆସାମରେ ୩ ମାସ ମଧ୍ୟରେ ଲୋକଙ୍କୁ ଭାରତୀୟ ନାଗରିକତ୍ୱ ପାଇଁ ଏନେଇ ଆବେଦନ କରିବାକୁ ପଡ଼ିବ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri