Posted inଜାତୀୟ

ନାଗରିକତ୍ୱ ପ୍ରମାଣ ଲୋଡୁଥିବା ପ୍ରଧାନମନ୍ତ୍ରୀ ଏବଂ ମନ୍ତ୍ରୀଙ୍କ ପାଖରେ ବି ନାହିଁ ନିଜର ଶିକ୍ଷା ଡିଗ୍ରୀର ପ୍ରମାଣ: ସୀତାରାମ ୟେଚୁରୀ

ନୂଆଦିଲ୍ଲୀ,୨।୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ), ଜାତୀୟ ନାଗରିକତ୍ୱ ପଞ୍ଜିକା (ଏନ୍‌ଆର୍‌ସି) ଏବଂ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ନେଇ ସିପିଆଇ ମହାସଚିବ ସୀତାରାମ ୟେଚୁରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ନାଗରିକତ୍ୱ ପ୍ରମାଣପତ୍ର ସ୍ବରୂପ ପ୍ରଧାନମନ୍ତ୍ରୀଙ୍କ ସହିତ ଅନ୍ୟ ମନ୍ତ୍ରୀମାନଙ୍କ ପାଖରେ ମଧ୍ୟ ସେମାନଙ୍କର ଶିକ୍ଷା ଡିଗ୍ରୀ ପ୍ରମାଣ ପତ୍ର ନାହିଁ ବୋଲି ସେ କହିଛନ୍ତି। ମାତ୍ର ସାଧାରଣ ଲୋକଙ୍କୁ ସେମାନଙ୍କର ନାଗରିକତ୍ୱ ସାବ୍ୟସ୍ତ କରିବା ଲାଗି ପ୍ରମାଣ ପତ୍ର ଲୋଡା ଯାଉଛି। ଏହାଦ୍ୱାରା କେବଳ ସାଧାରଣ ଲୋକଙ୍କୁ ହଇରାଣ କରାଯାଉଥିବା ୟେଚୁରୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

LPG ସବସିଡି ଚେକ୍‌ କରିବାକୁ ଯାଇଥିଲେ ବ୍ୟାଙ୍କ, ଖାତାରେ ଏତେ କୋଟି ଦେଖି ଉଡିଗଲା ହୋସ୍‌!

ନୂଆଦିଲ୍ଲୀ,୪।୮: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍‌ ୧୦୦ କୋଟି ଟଙ୍କା ଆସିଯାଏ, ତେବେ ବୋଧହୁଏ ଆପଣ ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ପଶ୍ଚିମବଙ୍ଗର ଜଣେ…

ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ…

ନୂଆଦିଲ୍ଲୀ,୪।୮: କର୍ନାଟକରେ ଡିକେ ଶିବକୁମାରଙ୍କ ସରକାରର କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ମୋଟ ୨୦ ଜଣ ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କଂଗ୍ରେସ ସରକାର କ୍ୟାବିନେଟ୍…

ଉଦୟନିଧି ଷ୍ଟାଲିନଙ୍କ ମାମଲାରେ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ! ପଚରାଉଚରା ପରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନିକଟତର ବନ୍ଧୁ ଏବଂ ଅଭିନେତ୍ରୀ ତ୍ରିଷାଙ୍କ ଉପରେ କଥିତ…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

ମଝି ଆକାଶରେ ହଠାତ୍‌ ତଳକୁ ଖସିଲା ବିମାନ, ଛାତରେ ବାଜିଲା ଯାତ୍ରୀଙ୍କ ମୁଣ୍ଡ, ଅନେକ ଯାତ୍ରୀ…

ନୂଆଦିଲ୍ଲୀ,୪।୮: ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ହଠାତ୍‌ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା।…

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ଉପନିର୍ବାଚନରେ ପରାଜୟ ପରେ BJPର କଡ଼ା ପଦକ୍ଷେପ, ଏହି ନେତାଙ୍କୁ ମିଳିବ ଶାସ୍ତି!

ନୂଆଦିଲ୍ଲୀ,୪।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ପରାଜୟ ଭାରତୀୟ ଜନତା ପାର୍ଟି (BJP) ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ବଡ଼ ପରାଜୟ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri