ନାଗାବଳୀ ନଦୀରୁ ଆନ୍ଧ୍ରକୁ ବାଲି ଚାଲାଣକୁ ବିରୋଧ

ରାୟଗଡ଼ା ଅଫିସ,୧୧।୫-ରାୟଗଡ଼ା ଜିଲା କେରେଡ଼ାରୁ ପ୍ରତିଦିନ ବେଆଇନ ଭାବେ ପଡୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶକୁ ବାଲି ଚାଲାଣ କରାଯାଉଛି। ଏ ନେଇ ସୋମବାର କେରେଡ଼ା ଗ୍ରାମ ମହିଳା ସଂଘ  ପକ୍ଷରୁ ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ା
ଦାବିପତ୍ରରେ ଉଲ୍ଲେଖ ରହିଛି, କେରେଡ଼ା ଗ୍ରାମ ନିକଟରେ ଥିବା ନାଗାବଳୀ ନଦୀରୁ ପ୍ରତିଦିନ ବେଆଇନ ଭାବେ ଜେସିବି ଯୋଗେ ବାଲି ଉଠାଣ କରାଯାଇ ଆନ୍ଧ୍ର ପ୍ରଦେଶର ବିଜୟନଗର, ପାର୍ବତୀପୁର, ବିଶାଖାପାଟଣାକୁ ପଠାଯାଉଛି। ଫଳରେ ନଦୀର ଜଳଧାରା ବନ୍ଧ ହେବା ସହ ପ୍ରଦୂଷଣ ହେଉଥିବା ଦାବିପତ୍ରରେ ଉଲ୍ଲେଖ ରହିଛି। ଏହି ଘଟଣାର ତଦନ୍ତ କରାଯିବ ବୋଲି ଜିଲାପାଳ ପ୍ରମୋଦ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri