Posted inଖେଳ

ନାଡାଲ ସେମିଫାଇନାଲରେ

ନ୍ୟୁୟର୍କ, ୬|୯ (ଏଏଫ୍‌ପି)-ରାଫାଲ ନାଡାଲ ଚଳିତ ୟୁଏସ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସେ ୨୦ତମ ସିଡ୍‌ ଆର୍ଜେଣ୍ଟିନାର ଡିଏଗୋ ସ୍କ୍ବାର୍ଜମ୍ୟାନଙ୍କ ବିପକ୍ଷରେ ୬-୪, ୭-୫, ୬-୨ ସେଟ୍‌ରେ ବିଜୟ ହାସଲ କରିଛନ୍ତି। ଏଠାରେ ୩ ଥର ଚାମ୍ପିୟନ ଦ୍ୱିତୀୟ ସିଡ୍‌ ନାଡାଲ ବର୍ତ୍ତମାନ ଇଟାଲିର ମ୍ୟାଟିଓ ବର୍ଟେନିଙ୍କୁ ଭେଟିବେ। ଅନ୍ୟପକ୍ଷରେ ବିନାକା ଆଣ୍ଡ୍ରେସ୍କୁ ଦଶନ୍ଧିରେ ପ୍ରଥମ ସ୍ବଳ୍ପବୟସ୍କା ଖେଳାଳି ଭାବେ ସେମିଫାଇନାଲକୁ ଉନ୍ନୀତ ହୋଇଛନ୍ତି। ମହିଳା ସିଙ୍ଗଲ୍ସର ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ଏହି ୧୯ ବର୍ଷୀୟା ଖେଳାଳି ବେଲଜିୟମର ଏଲିସି ମର୍ଟେନଙ୍କୁ ୩-୬, ୬-୨, ୬-୩ ସେଟରେ ପରାସ୍ତ କରିଛନ୍ତି। ସେମିଫାଇନାଲରେ ସେ ବେଲିଣ୍ଡା ବେନସିକ୍‌ଙ୍କୁ ଭେଟିବେ। ୧୩ତମ ସିଡ୍‌ ସୁଇଜରଲାଣ୍ଡର ବେନ୍‌ସିକ୍‌ କ୍ୱାର୍ଟର ଫାଇନାଲରେ କ୍ରୋଏସିଆର ଡୋନା ଭେକିକ୍‌ଙ୍କୁ ହରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri