Posted inଜାତୀୟ

ନାଥୁରାମ ଗଡସେଙ୍କ ସହ ମୋଦିଙ୍କୁ ତୁଳନା କଲେ ରାହୁଲ

ଓ୍ବାୟନାଡ,୩୦।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର କେରଳ ଗସ୍ତ କରିଛନ୍ତି। କେରଳର କାଲପେଟାରେ ସେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ କରାଯାଉଥିବା ବିରୋଧ ପ୍ରଦର୍ଶନରେ ସାମିଲ ହେବା ସହ ଏକ ଜନସଭାକୁ ଉଦ୍‌ବୋଧନ ଦେଇଛନ୍ତି। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନାଥୁରାମ ଗଡସେଙ୍କ ସହ ତୁଳନା କରିଛନ୍ତି। ସେ କହିଛନ୍ତି ନାଥୁରାମ ଗଡସେ ଓ ନରେନ୍ଦ୍ର ମୋଦି ଗୋଟିଏ ବିଚାରଧାରାରେ ବିଶ୍ୱାସ କରନ୍ତି। ଏମାନଙ୍କ ମଧ୍ୟରେ କୌଣସି ପାର୍ଥକ୍ୟ ନାହିଁ। ଏହାସହ ମୋଦିଙ୍କ ପାଖରେ ମଧ୍ୟ ସେହି ସାହସ ନାହିଁ ଯେ ସେ କହିପାରିବେ ନାହିଁ ସେ ଗଡସେଙ୍କୁ ବିଶ୍ୱାସ କରନ୍ତି ବୋଲି। ଏହାସହ ରାହୁଲ ଆହୁରି ମଧ୍ୟ କହିଛନ୍ତି, ଗଡସେ ମହାତ୍ମା ଗାନ୍ଧୀଙ୍କୁ ହତ୍ୟା କରିଥିଲେ କାରଣ ସେ ନିଜକୁ ବିଶ୍ୱାସ କରୁ ନ ଥିଲେ, କାହାକୁ ଭଲ ପାଉ ନ ଥିଲେ, କାହାକୁ ଖାତିର କରୁ ନ ଥିଲେ, ଯାହା ପ୍ରଧାନମନ୍ତ୍ରୀଙ୍କ ପାଖରେ ଦେଖାଯାଏ। ମୋଦି କେବଳ ନିଜକୁ ଭଲ ପାଆନ୍ତି ଓ ନିଜକୁ ବିଶ୍ୱାସ କରନ୍ତି ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

ପ୍ରଶାନ୍ତ କିଶୋରଙ୍କୁ ଜିତାଇଦେଲେ Gen-Z? ହେଲା ବଡ଼ ଖୁଲାସା…

ପାଟନା,୩।୮: ପାଟନାର ହାଇ-ପ୍ରୋଫାଇଲ୍ ବାଙ୍କୀପୁର ବିଧାନସଭା ଆସନରେ ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର ୧୯,୩୨୪ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ୩୨ ରାଉଣ୍ଡ ଗଣତିରେ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର…

ବାଙ୍କିପୁର ବିଜେତା ପ୍ରଶାନ୍ତ କିଶୋର କେତେ ଧନୀ? ପାଟନାରୁ ଦିଲ୍ଲୀ-ନୋଏଡା ପର୍ଯ୍ୟନ୍ତ ରହିଛି…

ପାଟନା,୩।୮: ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଛନ୍ତି। ସେ ଭାଜପାର ନୀରଜ ସିହ୍ନାଙ୍କୁ ୧୮ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri