ନାବଳିକାଙ୍କୁ ଉଦ୍ଧାର କଲା ପୋଲିସ, ଅପହର୍ତ୍ତା ଗିରଫ

ବିଞ୍ଝାରପୁର,୧୧।୧୨(ଡି.ଏନ୍‌.ଏ.)- ବିଞ୍ଝାରପୁର ଥାନା ଅନ୍ତର୍ଗତ ଅଙ୍ଗାଳୋ ଗ୍ରାମର ଜୈନିକା ୧୪ବର୍ଷୀୟା ନାବାଳିକାଙ୍କୁ ସେହି ଗ୍ରାମର ଅମୀୟ ମଲ୍ଲିକ ପ୍ରଲୋଭନ ଦେଖାଇ ଗତ ୭ ତାରିଖରେ ଅପହରଣ କରିନେଇଥିଲେ। ଏନେଇ ନାବାଳିକାଙ୍କ ମା’ ବିଞ୍ଝାରପୁର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା(ନଂ. ୩୫୩/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ସୋମବାର ରାତିରେ ଥାନା ଅଧିକାରୀ ଶିବ ଚରଣ ବେହେରା କୌଣସିସୂତ୍ରରୁ ଖବରପାଇ କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଗଣେଶ୍ୱରପୁରଠାରେ ଚଢ଼ାଉ କରି ଅପହର୍ତ୍ତା ଅମୀୟଙ୍କୁ ଗିରଫ କରିବା ସହିତ ନାବାଳିକାଙ୍କୁ ଉଦ୍ଧାର କରିଥିଲେ। ମଙ୍ଗଳବାର ଉଭୟଙ୍କ ଡାକ୍ତରୀମାଇନା କରାଯିବା ପରେ ପୋଲିସ ଅଭିଯୁକ୍ତ ଅମୀୟଙ୍କୁ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

ପିଲାଙ୍କ ଧରିତ୍ରୀ

Why Dharitri