ନାବାଳକଙ୍କୁ ଅପ୍ରାକୃତିକ ଯୌନ ନିର୍ଯାତନା

ଖଜୁରିପଡା,୩ା୧୧(ଡି.ଏନ୍‌.ଏ): ଖଜୁରିପଡା ଥାନା ଅଞ୍ଚଳରେ ଜଣେ ୧୪ ବର୍ଷର ନାବାଳକ ୪ ବର୍ଷର ନାବାଳକଙ୍କୁ ଅପ୍ରାକୃତିକ ଯୌନ ନିର୍ଯାତନା ଦେଇଛନ୍ତି। ଏ ନେଇ ନାବାଳକଙ୍କ ବାପା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଅଭିଯୁକ୍ତ ନାବାଳକଙ୍କୁ ଧରି ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରିଛି। ଏଥିସହ ପୀଡିତ ନାବାଳକଙ୍କୁ ଜିଲା ମଙ୍ଗଳ କମିଟିରେ ହାଜର କରିଛି। ସେଠାରୁ ତାଙ୍କୁ ଘରକୁ ପଠାଇ ଦିଆଯାଇଛି। ପ୍ରକାଶ ଯେ, ଶୁକ୍ରବାର ଜଣେ ୪ ବର୍ଷର ନାବାଳକ ଘର ପାଖରେ ଖେଳୁଥିଲେ। ସମ୍ପୃକ୍ତ ୧୪ ବର୍ଷର ନାବାଳକ ତାଙ୍କୁ କିଛି ଦୂରକୁ ଡାକିନେଇ ଅପ୍ରାକୃତିକ ଯୌନ ସମ୍ପର୍କ ସ୍ଥାପନ କରିଥିଲେ। ପିଲାଟି ଘରକୁ ଆସି ମା’ଙ୍କୁ ସବୁକଥା କହିଥିଲା। ପରେ ତାଙ୍କ ବାପା ଥାନାରେ ଏତଲା ଦେଇଥିଲେ। ପୋଲିସ ନଂ.୯୯/୧୯ରେ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri