ନାବାଳିକାକୁ ଅନ୍ତଃସତ୍ତ୍ୱା କରି ଯୁବକ ଗିରଫ

ବାରଙ୍ଗ,୩୧ା୧୨(ଡି.ଏନ୍‌.ଏ.)- ବାରଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅନ୍ତଃସତ୍ତ୍ୱା କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ସୋମବାର ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଉକ୍ତ ଥାନା ଅଞ୍ଚଳର ସୁବ୍ରତ ନାୟକ (୨୪)। ଏ ନେଇ ପୋଲିସ ନଂ. ୨୨୫/୧୯ରେ ଏକ ମାମଲା ରୁଜୁ କରିଥିବାବେଳେ ଉଭୟଙ୍କୁ ଡାକ୍ତରୀମାଇନା କରିବା ପରେ ନାବାଳିକାକୁ ତାଙ୍କ ପରିବାରକୁ ହସ୍ତାନ୍ତର କରାଯାଇଛି। ସୂଚନାଯୋଗ୍ୟ, ସୁବ୍ରତ ଏହି ଅଞ୍ଚଳରେ ଏକ ଜଳଖିଆ ଦୋକାନ କରିଥିଲେ। କିଛିଦିନ ମଧ୍ୟରେ ଉକ୍ତ ନାବାଳିକାଙ୍କ ସହ ଦେଖାହୋଇ ପ୍ରେମ କରିଥିଲେ। ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପରେ ସେ ଗର୍ଭବତୀ ହୋଇଥିବା ଜାଣି ବିବାହ ପାଇଁ ସୁବ୍ରତ ମନା କରିଦେଇଥିଲେ। ଏହି କଥା ନାବାଳିକାଙ୍କ ପରିବାର ଲୋକ ଜାଣିବା ପରେ ଅନୁରୋଧକ୍ରମେ ଗ୍ରାମବାସୀ ସୁବ୍ରତକୁ ଡକାଇ ଘଟଣାର ସମାଧାନ ପାଇଁ ବିବାହ ଲାଗି କହିଥିଲେ ମଧ୍ୟ ସେ ଗୁରୁତ୍ୱ ଦେଇ ନ ଥିଲେ। ଶେଷରେ ନାବାଳିକାଙ୍କ ପରିବାର ଲୋକ ସୋମବାର ଥାନାର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗକ୍ରମେ ପୋଲିସ ସୁବ୍ରତଙ୍କୁ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri