ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା : ନ୍ୟାୟ ପାଇଁ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : କେନ୍ଦ୍ରାପଡା ସଦର ଥାନାଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କର ସମ୍ପର୍କୀୟ ଭାଇ ଅପହରଣ କରିନେବା ସହ ବଳାତ୍କାର କରିଥିଲେ। ଏହି ଘଟଣାରେ ପୋଲିସ ଅଭିଯୁକ୍ତକୁ ଗିରଫ କରିଛି। କିନ୍ତୁ ପୀଡିତାଙ୍କୁ ଆବଶ୍ୟକ ନ୍ୟାୟ ପ୍ରଦାନ ପାଇଁ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆରସି)ରେ ଏକ ପିଟିଶନ ହୋଇଛି। ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ଏଥିସହ ପୀଡିତାଙ୍କୁ ୪ ସପ୍ତାହ ମଧ୍ୟରେ ୧୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ ତାଙ୍କ ପିଟିଶନରେ ନିବେଦନ କରିଛନ୍ତି। ସୂଚନା ଅନୁଯାୟୀ, ନାବାଳିକା ଜଣକ ସ୍ଥାନୀୟ ହାଇସ୍କୁଲରେ ପାଠ ପଢନ୍ତି। ସେ ସ୍କୁଲ୍‌ରୁ ଘରକୁ ଫେରିବା ସମୟରେ ଜଣେ ସମ୍ପର୍କୀୟ ଭାଇ ବାଇକ୍‌ରେ ପହଞ୍ଚତ୍ ତାଙ୍କୁ ଘରେ ଛାଡ଼ି ଦେବାକୁ କହିଥିଲେ। ନାବାଳିକା ବାଇକ୍‌ରେ ବସିବା ପରେ ଅଭିଯୁକ୍ତ ତାଙ୍କୁ ଅପହରଣ କରି ନେଇ ଏକ ନିଛାଟିଆ ସ୍ଥାନରେ ବଳାତ୍କାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri