ଚିକିଟି,୧୭ା୯(ଡି.ଏନ.ଏ.): କେ.ନୂଆଗାଁ ଥାନା ନୂଆପଡା ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାକତ୍ାର ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ୨ମାସରୁ ଉର୍ଦ୍ଧ୍ୱ ଦିନ ପରେ ବି ଗିରଫ କରିପାରିନି। ଏପଟେ ଗତ ସପ୍ତାହକ ତଳେ ନାବାଳିକା ଜଣକ ଏକ ଶିଶୁକନ୍ୟାକୁ ଜନ୍ମ ଦେଇଛନ୍ତି ା ନାବାଳିକାଙ୍କୁ ଅଭିଯୁକ୍ତ ଯୁବକ ଜଣକ ପ୍ରଲୋଭିତ କରି ବଳାକତ୍ାର କରିଥିଲେ ା କିଛିଦିନ ପରେ ନାବାଳିକା ଅସୁସ୍ଥ ଅନୁଭବ କରିବାରୁ ପରିବାର ଲୋକେ ମେଡିକାଲ ନେବାରୁ ସେ ଗର୍ଭବତୀ ଥିବା ଜଣାପଡ଼ିଥିଲା ା ଏ ସମ୍ପର୍କରେ ପରିବାର ପକ୍ଷରୁ ସମ୍ପୃକ୍ତ ଯୁବକଙ୍କୁ ଫୋନ୍ ଯୋଗେ ଯୋଗାଯୋଗ କରାଯାଇଥିଲା। ହେଲେ ସେ ଧମକ ଦେଇ ମାମଲା ଚପାଇବାକୁ ଚେଷ୍ଟା କରିଥିଲେ ା ତେଣୁ ବାଧ୍ୟ ହୋଇ ନାବାଳିକାଙ୍କ ପରିବାର ଲୋକେ ଜୁଲାଇ ୨ ତାରିଖରେ ନୂଆପଡା ଫାଣ୍ଡିରେ ଅଭିଯୋଗ କରିଥିଲେ। ସେବେଠାରୁ ଅଭିଯୁକ୍ତ ଫେରାର ଅଛନ୍ତି। କେ.ନୂଆଗାଁ ଥାନା ଅଧିକାରୀ ମାଧବାନନ୍ଦ ନାୟକ କହିଛନ୍ତି, ଅଭିଯୁକ୍ତ ରାଜ୍ୟ ବାହାରକୁ ଚାଲିଯାଇଛନ୍ତିି ା ତାଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରହିଛି।
ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…
ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…
ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍
ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…
ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ
ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…
ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…
ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…
ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ
ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…
ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ
ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…
ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…
ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…
ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…
ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…
Archives

