ନାବାଳିକାଙ୍କୁ ବଳାକତ୍ାର ଘଟଣା:ଅଭିଯୁକ୍ତଙ୍କୁ ପାଉନି ପୋଲିସ

ଚିକିଟି,୧୭ା୯(ଡି.ଏନ.ଏ.): କେ.ନୂଆଗାଁ ଥାନା ନୂଆପଡା ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାକତ୍ାର ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ୨ମାସରୁ ଉର୍ଦ୍ଧ୍ୱ ଦିନ ପରେ ବି ଗିରଫ କରିପାରିନି। ଏପଟେ ଗତ ସପ୍ତାହକ ତଳେ ନାବାଳିକା ଜଣକ ଏକ ଶିଶୁକନ୍ୟାକୁ ଜନ୍ମ ଦେଇଛନ୍ତି ା ନାବାଳିକାଙ୍କୁ ଅଭିଯୁକ୍ତ ଯୁବକ ଜଣକ ପ୍ରଲୋଭିତ କରି ବଳାକତ୍ାର କରିଥିଲେ ା କିଛିଦିନ ପରେ ନାବାଳିକା ଅସୁସ୍ଥ ଅନୁଭବ କରିବାରୁ ପରିବାର ଲୋକେ ମେଡିକାଲ ନେବାରୁ ସେ ଗର୍ଭବତୀ ଥିବା ଜଣାପଡ଼ିଥିଲା ା ଏ ସମ୍ପର୍କରେ ପରିବାର ପକ୍ଷରୁ ସମ୍ପୃକ୍ତ ଯୁବକଙ୍କୁ ଫୋନ୍‌ ଯୋଗେ ଯୋଗାଯୋଗ କରାଯାଇଥିଲା। ହେଲେ ସେ ଧମକ ଦେଇ ମାମଲା ଚପାଇବାକୁ ଚେଷ୍ଟା କରିଥିଲେ ା ତେଣୁ ବାଧ୍ୟ ହୋଇ ନାବାଳିକାଙ୍କ ପରିବାର ଲୋକେ ଜୁଲାଇ ୨ ତାରିଖରେ ନୂଆପଡା ଫାଣ୍ଡିରେ ଅଭିଯୋଗ କରିଥିଲେ। ସେବେଠାରୁ ଅଭିଯୁକ୍ତ ଫେରାର ଅଛନ୍ତି। କେ.ନୂଆଗାଁ ଥାନା ଅଧିକାରୀ ମାଧବାନନ୍ଦ ନାୟକ କହିଛନ୍ତି, ଅଭିଯୁକ୍ତ ରାଜ୍ୟ ବାହାରକୁ ଚାଲିଯାଇଛନ୍ତିି ା ତାଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?