କପ୍ତିପଦା,୩ା୧୨(ଡ଼ିଏନ୍ଏ) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଶରତ ଥାନା ଅଞ୍ଚଳରେ ଜନୈକା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ତଦନ୍ତ କରି ନାବାଳିକାଙ୍କ ଜଣେ ସମ୍ପର୍କୀୟଙ୍କୁ ପୋଲିସ ସୋମବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ଦୁମ୍ବି ଶିଂବାନରା ା ପୋଲିସ ସୂଚନା ଅନୁଯାୟୀ, ଅଭିଯୁକ୍ତଙ୍କ ସ୍ତ୍ରୀ ବାପଘରକୁ ଯାଇଥିବାବେଳେ ରାତିରେ ସେ ନାବାଳିକାଙ୍କୁ ବଳାତ୍କାର କରିଥିଲେ। ଘଟଣା ସମ୍ପର୍କରେ ଗ୍ରାମବାସୀ ଜାଣିବା ପରେ ଶରତ ପୋଲିସକୁ ଖବର ଦେଇଥିଲେ। ପୋଲିସ ଅଭିଯୁକ୍ତଙ୍କୁ ତାଙ୍କ ଶ୍ୱଶୁର ଘର ନିକଟରୁ ଗିରଫ କରିଛି। ପୀଡ଼ିତାଙ୍କ ମାଆ ପୂର୍ବରୁ ମୃତ୍ୟୁବରଣ କରିଥିବାବେଳେ ବାପା ବାହାରେ ରହି କାମ କରନ୍ତି। ତେଣୁ ୨ବର୍ଷ ହେବ ନାବାଳିକା ଜଣକ ଉକ୍ତ ସମ୍ପର୍କୀୟଙ୍କ ଘରେ ରହୁଥିଲେ।
ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା
ଭୁବନେଶ୍ୱର,୨୨।୯(ସୁନିତ୍ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ…
ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….
ଭୁବନେଶ୍ୱର,୨୨।୯(ସୁନିତ୍ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା…
ସକାଳୁ ସକାଳୁ ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍; ଗୋପାଳପୁରଠୁ ଏତିକି କିମି ଦୂରରେ ରହିଛି ଅବପାତ, ଏହି ଦିନ ହେବ….
ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଗୋପାଳପୁର ଠାରୁ ୨୫୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି ।…
ଫୁଟ୍ବଲ ମ୍ୟାଚ୍ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…
ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!
ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…
ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ…
ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…
ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…
ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ
ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

