ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଜଣେ କୋର୍ଟ ଚାଲାଣ

ବିଞ୍ଝାରପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଅପହରଣ କରିନେଇ ବଳାତ୍କାର କରିଥିବା ଅଭିଯୋଗରେ ରବିବାର ପୋଲିସ ଜଣଙ୍କୁ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ବିଞ୍ଝାରପୁର ଥାନା ଅନ୍ତର୍ଗତ ଢିହକୁଳ ଗ୍ରାମର ମାଇଁଆ ମଲ୍ଲିକ। ପ୍ରକାଶ ଯେ, ଦୀର୍ଘଦିନ ହେବ ମାଇଁଆ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଆସୁଥିଲା। ତେବେ ଗତ ୮ ତାରିଖରେ ନାବାଳିକାଙ୍କୁ ଅପହରଣ କରି ଫେରାର ହୋଇଯାଇଥିଲେ। ଏ ନେଇ ନାବାଳିକାଙ୍କ ପରିବାର ଲୋକେ ଅଳକୁଣ୍ଡ ଫାଣ୍ଡିରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ. ୧୫୬/୧୯) ରୁଜୁ କରି ତଦନ୍ତ ଜାରି ରଖିଥିଲା। ଏହି ଘଟଣାରେ ପୋଲିସ ଛାନଭିନ୍‌ କରି ଶନିବାର ଆଉଁରି ଅଞ୍ଚଳରୁ ମାଇଁଆଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା,୨୯।୩ (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ଇଞ୍ଜିନିୟରିଂ ଛାଡ଼ି ଷ୍ଟ୍ରବେରି ଚାଷକୁ ଆପଣାଇଛନ୍ତି ସଫଳଚାଷୀ ଭାଗୀରଥି

କାଳିଆପାଣି,୨୬ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ଅନ୍ତର୍ଗତ ରାଇଟିକର ଗ୍ରାମର ଭାଗୀରଥି ସ୍ବାଇଁ ଇଞ୍ଜିନିୟରିଂ ବୃତ୍ତି ଛାଡ଼ି ଷ୍ଟ୍ରବେରି ଚାଷ କରି ସଫଳ…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri