ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ଗିରଫ

ପାଟପୁର,୧ା୧୨-ପାଟପୁର ଥାନା ଅଞ୍ଚଳରେ ଘରୁ ଟେକି ନେଇ ଜଣେ ପଞ୍ଚମ ଶେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମରେ ଶନିବାର ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଅକ୍ଷୟ ନାଇକ। ନାବାଳିକାଙ୍କ ମା’ଙ୍କ ଅଭିଯୋଗକୁ ଭିତ୍ତି କରି ପାଟପୁର ଥାନାରେ ନଂ. ୨୫୭/୧୯ରେ ଦଫା ୩୬୩/୩୨୩/୨୫୪ବି/୨୯୪/୫୦୬/ ଶିଶୁ ଯୌନ ନିର୍ଯାତନା ନିରୋଧ ଆଇନର ଧାରା ୧୦ ଅନୁଯାୟୀ ମୋକଦ୍ଦମା ରୁଜୁ କରାଯାଇଛି ା
ପ୍ରକାଶ ଯେ, ଶନିବାର ଅପରାହ୍ନରେ ଛାତ୍ରୀଙ୍କ ଘରେ କେହି ନ ଥିବାର ସୁଯୋଗ ନେଇ ଅଭିଯୁକ୍ତ ତାଙ୍କୁ ନିକଟସ୍ଥ ଏକ ଗୁହାଳ ଘରକୁ ଟେକି ନେଇ ବଳାକତ୍ାର ଉଦ୍ୟମ କରିଥିଲେ। ଛାତ୍ରୀ ପାଟି କରିବାରୁ ସେ ତାଙ୍କୁ ମାଡ ମାରିଥିଲେ। ପରେ ଛାତ୍ରୀଙ୍କ ପାଟି ଶୁଣି ଜଣେ ମହିଳା ଘଟଣାସ୍ଥଳରେ ଯାଇ ତାଙ୍କୁ ଉଦ୍ଧାର କରିଥିଲେ। ଏ ନେଇ ଛାତ୍ରୀଙ୍କ ମା ଅଭିଯୁକ୍ତଙ୍କୁ ପଚାରିବାରୁ ପୋଲିସକୁ କହିଲେ ତୁମ ପରିବାରକୁ ଜୀବନରୁ ମାରିଦେବି ବୋଲି ଧମକ ଦେଇଥିବା ଅଭିଯୋଗ ହୋଇଛି। ଏତଲା ପାଇ ତଦନ୍ତକାରୀ ଏସ୍‌ଆଇ ପ୍ରୀତିମରୀ ଗଡନାୟକ ଘଟଣାସ୍ଥଳରେ ପହଞ୍ଚତ୍ ଅଭିଯୁକ୍ତଙ୍କୁ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?