ନାବାଳିକାଙ୍କୁ ବଳାତ୍କାର, ଜଣେ ଗିରଫ

ଆସିକା,୨୨ା୧୦(ଡି.ଏନ୍‌.ଏ.)- ଗାଙ୍ଗପୁର ଥାନା ଇଲାକାରେ ଜଣେ ୧୩ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୋଲିସ ସୋମବାର ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ମଙ୍ଗୁଳୁ ନାୟକ (୨୨)। ସୋମବାର ପୋଲିସ ଉଭୟ ପୀଡିତା ଓ ଅଭିଯୁକ୍ତଙ୍କୁ ସରକାରୀ ଡାକ୍ତରଖାନାରେ ଡାକ୍ତରୀମାଇନା କରିଛି। ପରିବାରର ସଦସ୍ୟଙ୍କ ଅନୁପସ୍ଥିତିରେ ଯୁବକ ଜଣକ ଘରେ ପଶି ସମ୍ପୃକ୍ତ ନାବାଳିକାଙ୍କୁ ବଳାତ୍କାର କରିଥିବା ନାବାଳିକାଙ୍କ ମା’ ଥାନାରେ ଅଭିଯୋଗ କରିବା ପରେ ଘଟଣା ସମ୍ପର୍କରେ ଗାଙ୍ଗପୁର ଥାନାରେ ନଂ.୧୯୩/୧୯ରେ ଏକ ମାମଲା ରୁଜୁ କରାଯାଇଛି। ମଙ୍ଗଳବାର ଗିରଫ ଅଭିଯୁକ୍ତଙ୍କୁ ବ୍ରହ୍ମପୁରସ୍ଥିତ ପୋକ୍‌ସୋ ଅଦାଲତରେ ହାଜର କରାଯିବ ବୋଲି ଥାନା ଅଧିକାରୀ ଧୀରେଶ କୁମାର ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri