ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲଦଣ୍ଡ

ବାଲେଶ୍ୱର ଅଫିସ, ୨୩।୧୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ଅତିରିକ୍ତ ଦୌରାଜଜ୍‌ କମ୍‌ ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲଦଣ୍ଡ ସହ ୨୫ହଜାର ଟଙ୍କା ଜରିମାନା କରିଛନ୍ତି।
ସୋର ଥାନା ଅଞ୍ଚଳର ଜଣେ ୧୬ବର୍ଷୀୟା ନାବାଳିକା ୨୦୧୩ ଜାନୁୟାରୀ ୩୦ତାରିଖରେ ସୋର ବସ୍‌ଷ୍ଟାଣ୍ଡରୁ ନିଖୋଜ ହୋଇଯାଇଥିଲେ। ବାଲେଶ୍ୱର ସଦର ଥାନା ବସନ୍ତପୁର ଗ୍ରାମର ତପନ ଓଝା ସୋର ବସ୍‌ଷ୍ଟାଣ୍ଡରୁ ତାଙ୍କୁ ଅପହରଣ କରି ପୁରୀ ନେଇଯାଇଥିଲେ। ସେଠାରେ ତାଙ୍କୁ ବଳପୂର୍ବକ ବଳାତ୍କାର କରି କିଛିଦିନ ପରେ ଭଦ୍ରକ ବସ୍‌ଷ୍ଟାଣ୍ଡରେ ଆଣି ଛାଡ଼ିଦେଇ ପଳାଇଥିଲେ। ନାବାଳିକା ଜଣକ ଫେରିବା ପରେ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ଏନେଇ ପରିବାର ପକ୍ଷରୁ ସୋର ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ସୋର ଥାନାରେ ମାମଲା (ନଂ. ୭୧/୨୦୧୩) ରୁଜୁ ହୋଇ କୋର୍ଟରେ ମାମଲା ବିଚାରାଧୀନ ଥିଲା। ଜଜ୍‌ ମହାପାତ୍ର ୯ ସାକ୍ଷ୍ୟ ଓ ୧୯ ଦସ୍ତାବିଜକୁ ଆଧାର କରି ଏହି ରାୟ ଶୁଣାଇଛନ୍ତି। ସରକାରଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ପ୍ରଣବ ପଣ୍ଡା ମକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri