ନାଲ୍‌କୋରେ ଫୁଲ, ଫଳ ପ୍ରଦର୍ଶନୀ

ବଅଁରପାଳ,୩୦।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲକୋ ନଗରରେ ଗୁରୁବାର ସକାଳେ ଫୁଲ,ଫଳ ଓ ପନିପରିବା ପ୍ରଦର୍ଶନୀ ଉଦ୍‌ଘାଟିତ ହୋଇଛି। ଡିଏଫ୍‌ଓ କାର୍ତ୍ତିକ ଭି ଯୋଗ ଦେଇ ଏହି ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଥିଲେ। ନାଲକୋ ଇଡି ମନସା ପ୍ରସାଦ ମିଶ୍ର, ମାନବ ସମ୍ବଳ ମହାପ୍ରବନ୍ଧକ ଏସ୍‌ଏନ ସାହୁ, ସ୍ମେଲଟର ମହାପ୍ରବନ୍ଧକ ମୃତ୍ୟୁଞ୍ଜୟ ଦାସ, ସିପିପି ମହାପ୍ରବନ୍ଧକ ଅମ୍ବିକା ପ୍ରସାଦ ପଣ୍ଡା, ଉଦ୍ୟାନ ବିଭାଗର ମୁଖ୍ୟ ଶୁଭେନ୍ଦୁ ନାୟକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଏଥିରେ ଫୁଲ, ଫଳ, ପନିପରିବା ବଗିଚା ରଙ୍ଗୋଲି ଆଦି ପ୍ରଦର୍ଶିତ ହୋଇଥିଲା ଏଥିରେ ୨୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ଉଦ୍ୟାନ ବିଭାଗ ପକ୍ଷରୁ ଏହି ପ୍ରଦର୍ଶନୀ ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

ଦାଦନ ଖଟିବାକୁ ଯାଇଥିଲେ , ଶବ ହେଇ ଘରକୁ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ

ଲାଞ୍ଜିଗଡ଼, ୩।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ମନମୋହନ, କ୍ଷତିଗ୍ରସ୍ତଙ୍କୁ ଦେଲେ ଆଶ୍ୱାସନା

ଚାନ୍ଦବାଲି,୩।୮(କିଷାନ ପାତ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋମବାର ଭଦ୍ରକ ଜିଲାର ବନ୍ୟା ପ୍ରଭାବିତ ଚାନ୍ଦବାଲି ଅଞ୍ଚଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖେରଙ୍ଗ ଓ…

ବିସ୍ଥାପିତ ନୀତି କାର୍ଯ୍ୟକାରୀ କରାଯାଉ: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୩।୮(ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ଆଇଆରଇଏଲ୍‌ ପକ୍ଷରୁ ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁର୍ନବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ…

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

ଧରିତ୍ରୀର ପ୍ରଭାବ: ପିଲାସାଲୁଙ୍କି କେନାଲରେ ଛଡ଼ାଯିବ ପାଣି

ଖଜୁରୀପଡ଼ା,୩।୮(ବିଦୁର ବେହେରା): ପିଲାସାଲୁଙ୍କି ଡ୍ୟାମ କେନାଲ ପାଣିକୁ ନେଇ ଚାଷୀଙ୍କ ଅସନ୍ତୋଷ ଏବଂ ସମସ୍ୟା ସମ୍ପର୍କରେ ଗତ ଜୁଲାଇ ୩୧ ତାରିଖରେ ’ଧରିତ୍ରୀ’ରେ ଖବର ପ୍ରକାଶ ପାଇବା…

ବିଶ୍ବ ବାଣିଜ୍ୟ ଦିବସ: ଆଧୁନିକ ଭାରତ ନିର୍ମାଣରେ ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା

ଛତ୍ରପୁର,୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପରିସର ସ୍ଥିତ ସମ୍ମିଳନୀ କକ୍ଷରେ ସୋମବାର ସ୍ନାତକୋତ୍ତର ବାଣିଜ୍ୟ ବିଭାଗ ପକ୍ଷରୁ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଅଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri