ନାଲ୍‌କୋ ପକ୍ଷରୁ ବିଶ୍ୱ ପରିବେଶ ଦିବସ

ଭୁବନେଶ୍ୱର,୭-୬: ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲକୋ) ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ ହୋଇ ଯାଇଛି। ଏହି ଅବସରରେ କମ୍ପାନୀ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଏହାର କର୍ପୋରେଟ ଅଫିସ ପରିସରରୁ ଆରମ୍ଭ ହୋଇଛି। କମ୍ପାନୀର ଅଧ୍ୟକ୍ଷ ତପନ କୁମାର ଚାନ୍ଦ ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ଏଥିରେ କମ୍ପାନୀର ନିର୍ଦ୍ଦେଶକ ଏବଂ ବରିଷ୍ଠ ନିର୍ବାହୀ ଏବଂ କର୍ମଚାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri