ଅନୁଗୋଳ ଅଫିସ, ୨୩।୭: ଅନୁଗୋଳ ସ୍ଥିତ ନାଲ୍କୋ ପ୍ଲାଣ୍ଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟି ୪ କର୍ମଚାରୀ ଗୁରୁତର ହୋଇଛନ୍ତି। ସ୍ମେଲଟରର କାଷ୍ଟ ହାଉସ ବି’ରେ ଫ୍ଲାଶ୍ ଓଭରରୁ ନିଆଁ ଲାଗିଯାଇଥିଲା। ନିଆଁକୁ ଆୟତ୍ତ କରାଯିବା ସହ ଗୁରୁତର କର୍ମଚାରୀଙ୍କୁ ନାଲ୍କୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଅନୁଗୋଳ ଅଫିସ, ୨୩।୭: ଅନୁଗୋଳ ସ୍ଥିତ ନାଲ୍କୋ ପ୍ଲାଣ୍ଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟି ୪ କର୍ମଚାରୀ ଗୁରୁତର ହୋଇଛନ୍ତି। ସ୍ମେଲଟରର କାଷ୍ଟ ହାଉସ ବି’ରେ ଫ୍ଲାଶ୍ ଓଭରରୁ ନିଆଁ ଲାଗିଯାଇଥିଲା। ନିଆଁକୁ ଆୟତ୍ତ କରାଯିବା ସହ ଗୁରୁତର କର୍ମଚାରୀଙ୍କୁ ନାଲ୍କୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...
ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍ନେସ୍ ଏବଂ ବୟସକୁ ନେଇ ଚାଲିଥିବା...
ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...
ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...
କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା...
ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...
