ଅନୁଗୋଳ ଅଫିସ, ୨୭।୯-ନାଲ୍କୋର ପୂର୍ବତନ ମହାପ୍ରବନ୍ଧକ ଶମ୍ଭୁ ଦୟାଲ ଚୌହାରିଆଙ୍କୁ ଅନୁଗୋଳ ଏସ୍ଡିଜେଏମ୍ କୋର୍ଟ ଗୁରୁବାର ଏକ ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଜଜ୍ ବିଶ୍ୱଜିତ ନାୟକ ଚୌହାରିଆଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ ଶୁଣାଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ୧୯୯୮ ଅଗଷ୍ଟ ୨୦ରେ ନାଲ୍କୋ ସ୍ମେଲଟର ପ୍ଲାଣ୍ଟରେ ରାଣୀଗୁଡ଼ା ଅଞ୍ଚଳର ବିକ୍ରମ ନାଏକ ବିନା ସୁରକ୍ଷା ସରଞ୍ଜାମରେ କାର୍ଯ୍ୟ କରୁଥିବା ବେଳେ ୨୦ ଫୁଟ ଉପରୁ ଖସି ପଡିଥିଲେ। ଏଥିଯୋଗୁ ତାଙ୍କର ମୃତ୍ୟୁ ଘଟିଥିଲା। ଘଟଣା ପରଦିନ ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ଇନ୍ସପେକ୍ଟର ବି.ସି. ସ୍ବାଇଁ କୋର୍ଟରେ ମାମଲା ରୁଜୁ କରିଥିଲେ। ନାଲ୍କୋ କର୍ତ୍ତୃପକ୍ଷ କର୍ମଚାରୀଙ୍କ ସୁରକ୍ଷା ପ୍ରତି ଦୃଷ୍ଟି ନ ଦେଇ ସେମାନଙ୍କୁ କାର୍ଯ୍ୟରେ ଲଗାଉଥିବା ଅଭିଯୋଗ ପରେ ଫ୍ୟାକ୍ଟ୍ରି ନିୟମ ଅନୁଯାୟୀ ମାମଲାର ବିଚାର କରାଯାଇଥିଲା। ଘଟଣାରେ ତତ୍କାଳୀନ ମହାପ୍ରବନ୍ଧକ ଚୌହାରିଆଙ୍କୁ ଏହି ଦଣ୍ଡବିଧାନ କରାଯାଇଛି। ପରେ ତାଙ୍କୁ ବେଲ୍ ମିଳିଥିବା ସୂଚନା ମିଳିଛି। ଏହି ମାମଲାକୁ ଆସିଷ୍ଟାଣ୍ଟ କ୍ୟାଡର ପିପି ଜ୍ୟୋତିପ୍ରକାଶ ମହାପାତ୍ର ପରିଚାଳନା କରିଥିଲେ।
Posted inଅନୁଗୋଳ, ଆମ ଜିଲା ଖବର View All
କେନାଲରେ ଫସି ରହିଥିଲା ବାର୍ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…
ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ
ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…
ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…
ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…
ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍ ଚାମ୍ପିୟନ
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…
ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…
ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…
ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…
ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….
ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…
ବର୍ଷାରେ ଧସିଲା ଗାର୍ଡ଼ ୱାଲ୍, ନଦୀକୂଳ ବାସୀ ଭୟଭିତ
ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍ ଗେଟର ଗାର୍ଡ ୱାଲ୍ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…
Archives

