ନାଳରେ ପଡିଥିଲା ନବଜାତ ଶିଶୁକନ୍ୟା, କୋଳେଇ ନେଲେ ପୋଲିସ

ଲକ୍ଷ୍ନୌ,୨୫।୮:ପୁଣି ଅଲୋଡା ହେଲା ଶିଶୁକନ୍ୟା। ଉତ୍ତରପ୍ରଦେଶର ବୁଦାଉ ଜିଲାରେ ଥିବା ଏକ ନାଳରୁ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରିଛନ୍ତି ଜଣେ ପୋଲିସ କର୍ମଚାରୀ। ତୁରନ୍ତ ଶିଶୁଟିକୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ ସେ ସମ୍ପୂର୍ଣ୍ଣ ବିପଦମୁକ୍ତ ବୋଲି ଡାକ୍ତରମାନେ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ନାଳରେ ନବଜାତ ଶିଶୁକନ୍ୟା ପଡିଥିବାର ଖବର ପାଇବା ପରେ ପୋଲିସ କର୍ମଚାରୀ ରୁଷି ପାଲ୍‌ ତୁରନ୍ତ ସେଠାକୁ ଯାଇ ଉଦ୍ଧାର କରିଥିଲେ। କାଦୁଅ ଏବଂ କଣ୍ଟାବାଡ ଯାଗାରୁ ଶିଶୁଟିକୁ ଉଦ୍ଧାର କରିବା ତାଙ୍କ ପକ୍ଷେ ସେତେଟା ସହଜ ନ ଥିଲା। କିନ୍ତୁ ପୋଲିସ୍‌ କର୍ମଚାରୀ ଜଣଙ୍କ ଏହାକୁ ଭ୍ରୁକ୍ଷେପ ନ କରି ତୁରନ୍ତ ଶିଶୁକନ୍ୟାଟିକୁ ଉଦ୍ଧାର କରି ହସ୍ପିଟାଲ ନେଇଥିଲେ। ସୋସିଆଲେ ମିଡିଆରେ ରୁଷିଙ୍କ ଏଭଳି କାର୍ଯ୍ୟ ଭାଇରାଲ ହେବା ପରେ ତାଙ୍କୁ ଚାରିଆଡୁ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମୁଁ ଯାହା କିଛି… ଜାଣନ୍ତୁ କାହାକୁ ସଫଳତାର ଶ୍ରେୟ ଦେଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ନିରନ୍ତର ୨୫ ବର୍ଷର ଜନସେବା ପୂରଣ କରିଛନ୍ତି। ଏହି ଅବସରରେ ବୁଧବାର ନୂଆଦିଲ୍ଲୀରେ ଆୟୋଜିତ ଭାରତ…

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

ପ୍ରିୟଙ୍କା-ରାହୁଲଙ୍କ ବିରୋଧରେ FIR; ଲାଗିଲା ଗୁରୁତର ଅଭିଯୋଗ!

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଏକ ଶୋଭାଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆକାଶବାଣୀ ଭବନରେ…

କେବେ ଭାବି ନ ଥିଲି ଏମିତି ଦିନ ଆସିବ: ଭାବବିହ୍ବଳ ହୋଇପଡ଼ିଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର…

ବଡ଼ ଉପଲବ୍ଧି ହାସଲ କଲେ ମୋଦି: ଛୁଟୁଛିୁ ଶୁଭେଚ୍ଛାର ସୁଅ, ଜାଣନ୍ତୁ ପୂରା ରାଜନୈତିକ ଘଟଣା

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ।…

ମୋଦିଙ୍କ ୨୫ ବର୍ଷର ସଫଳତାକୁ ପ୍ରଶଂସା: କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ,ଅଶ୍ୱିନ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୭ା୧୦(ପି.ଟି.):ଗୁଜରାଟ ମୁଖ୍ୟମନ୍ତ୍ରୀ ଏବଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦିଙ୍କ ଗତ ୨୫ ବର୍ଷର ସଫଳତାକୁ ପ୍ରଶଂସାକରି ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ ହୋଇଛି। ଏହି…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?