ନାଳରେ ପ୍ରବାହିତହେଉଛି ବର୍ଷା ଜଳ, ୩ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ

ମୁନିଗୁଡ଼ା,୧୩ା୮(ଡ଼ି.ଏନ.ଏ)-ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଇଚ୍ଛାପୁର ପଞ୍ଚାୟତ କୁଟୁଣିପଦର ଗ୍ରାମ ନିକଟରେ ଥିବା ନାଳରେ ବର୍ଷା ଜଳ ପ୍ରବାହିତ ହେଉଛି । ଗାଁକୁ ସଂଯୋଗ କରୁଥିବା ବ୍ରିଜଟି ଭାଙ୍ଗିଯାଇଛି । ଫଳରେ ଗିରିଲିଗୁଡା,ଲୋହରାପଦର ଓ କୁଟୁଣୀପଦର ୩ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି । ସ୍ଥାନୀୟ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଗତ ୬ ତାରିଖରୁ ପୋଲ ଭାଙ୍ଗିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ତାହା ମରାମତି ହୋଇପାରିନାହିଁ। ସୋମବାରଠାରୁ ପୁଣି ଲଗାଣ ବର୍ଷା ଜାରି ରହିଛି । ଉକ୍ତ ନାଳରେ ପୁଣି ପାଣି ବଢିବାରୁ ଗ୍ରାମବାସୀ ଅସୁବିଧା ଭୋଗୁଛନ୍ତି । ନାଳରେ ପାଣି କମିଲେ ତାହା ମରାମତି କରାଯିବ ବୋଲି ମୁନିଗୁଡା ବିଡ଼ିଓ ଦିଲ୍ଲୀପ କୁମାର ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri