Posted inଜାତୀୟ

ନାସା ଯିବେ ୩ ଭାରତୀୟ ଛାତ୍ରୀଛାତ୍ର

ଚେନ୍ନାଇ ୩ ଜଣ ଭାରତୀୟ ଛାତ୍ରୀଛାତ୍ର ଆମେରିକାର ମହାକାଶ ଗବେଷଣା କେନ୍ଦ୍ର (ନାସା) ପରିଦର୍ଶନ କରିବାର ସୁଯୋଗ ପାଇଛନ୍ତି। ସେମାନେ ହେଲେ ତାମିଲନାଡୁର ମଦୁରାଇସ୍ଥିତ ମହାତ୍ମା ମଣ୍ଟେସରି ମାଟ୍ରିକ ହାୟର ସେକେଣ୍ଡାରି ସ୍କୁଲର ୧୦ମ ଶ୍ରେଣୀ ଛାତ୍ରୀ ଜେ. ଧନ୍ୟା ଥାସନେମ୍‌, ଆନ୍ଧ୍ରପ୍ରଦେଶ ଗୁଣ୍ଟୁରସ୍ଥିତ ଭାଶ୍ୟମ୍‌ ଗ୍ରୁପ୍‌ ଅଫ୍‌ ସ୍କୁଲ୍‌ର ଛାତ୍ର ସାଇ ପୂଜିଥା ଏବଂ ମହାରାଷ୍ଟ୍ରର ଆଲିବାଗସ୍ଥିତ ଜିନ୍ଦଲ ବିଦ୍ୟା ମନ୍ଦିରର ଅଭିଷେକ ଶର୍ମା। ସେମାନେ ସେଠାରେ ମହାକାଶଚାରୀଙ୍କୁ ମହାକାଶ ଗବେଷଣା ସମ୍ପର୍କିତ ବିଭିନ୍ନ ବିଷୟ ପଚାରି ବୁଝିବେ। ସେମାନେ ଅକ୍ଟୋବର ପ୍ରଥମ ସପ୍ତାହରେ ନାସା ପରିଦର୍ଶନରେ ଯିବେ ବୋଲି ‘ଗୋ ଫର୍‌ ଗୁରୁ’ ଦ୍ୱାରା ଜାରି ଏକ ବିବୃତିରେ କୁହାଯାଇଛି। ଏହା ହେଉଛି ଆମେରିକାଭିତ୍ତିକ ଏକ ଅନ୍‌ଲାଇନ୍‌ ଟ୍ୟୁଟରିଂ ଆଣ୍ଡ ଏଜୁକେଶନାଲ ଟୁର୍‌ ସର୍ଭିସେସ୍‌ କମ୍ପାନି। ୨୦୧୯ରେ ଜାତୀୟ ମହାକାଶ ବିଜ୍ଞାନ ପ୍ରତିଯୋଗିତାରେ ଭାରତରୁ ୩ ଛାତ୍ରୀଛାତ୍ର ବିଜୟୀ ହୋଇଥିଲେ। ଏଥିପାଇଁ ଅନଲାଇନ୍‌ ଯୋଗେ ବିଜ୍ଞାନ ଓ ସାଧାରଣ ଜ୍ଞାନ ଦକ୍ଷତା ପରୀକ୍ଷା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri