ନାସା ସର୍ଭର ହ୍ୟାକ୍‌: ମଙ୍ଗଳ ଅଭିଯାନ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଚୋରି ଆଶଙ୍କା

ଓ୍ବାଶିଂଟନ,୨୨।୬: ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସାର ସର୍ଭର ହ୍ୟାକ୍‌ ହୋଇଛି। ଏଥିରେ ଥିବା ମଙ୍ଗଳ ଅଭିଯାନ ସମ୍ପର୍କିତ ତଥ୍ୟ ହ୍ୟାକର୍‌ ଚୋରି କରିଥିବା ଆଶଙ୍କା କରାଯାଉଛି। ନାସାର ମହାନିରୀକ୍ଷକ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏନେଇ ସୂଚନା ଦିଆଯାଇଛି। ୨୦୧୮ ଏପ୍ରିଲ୍‌ରେ ହ୍ୟାକର ନାସା ଅନଧିକୃତଭାବେ ନାସା ସର୍ଭର ହ୍ୟାକ୍‌ କରି ଏଥିରୁ ୫ଶହ ଏମ୍‌ବି ଡାଟା ଚୋରି କରିଥିବା କୁହାଯାଉଛି। ହ୍ୟାକର ଏଥିପାଇଁ ଜିପିଏଲ୍‌ ନେଟଓ୍ବାର୍କ ସହିତ ସଂଯୋଗ ସ୍ଥାପନ କରି ଏଭଳି କରିଥିବା ନାସା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଥାପିତ ନୀତି ତୁରନ୍ତ କାର୍ଯ୍ୟକାରୀ ଦାବି, ନଚେତ୍‌ କମ୍ପାନୀ ବିରୋଧରେ ହେବ ବିରାଟ ଆନ୍ଦୋଳନ

ଛତ୍ରପୁର,୧୫ା୭(ଦିଲ୍ଲୀପ ସାମଲ): ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଏଥିପାଇଁ ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁନିର୍ବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ ବ୍ରହ୍ମପୁରସ୍ଥିତ ଆର୍‌ଡିସିଙ୍କ…

ପୂର୍ବତନ ମନ୍ତ୍ରୀଙ୍କ ଅବଦାନକୁ ମନେ ପକାଇଲେ ଅତିଥି, ଜିଲା ଗଠନରେ…

ନୂଆପଡ଼ା,୧୫ା୭(ମକାରୁ ବେମାଲ): ସ୍ଥାନୀୟ ନ୍ୟାଶନାଲ ମହାବିଦ୍ୟାଳୟଠାରେ ବୁଧବାର ସ୍ବର୍ଗୀୟ ଜନନେତା ପୂର୍ବତନ ମନ୍ତ୍ରୀ ଘାସିରାମ ମାଝିଙ୍କ ୧୦୨ତମ ଜନ୍ମତିଥି ପାଳିତ ହୋଇଯାଇଛି। ନୂଆପଡ଼ା ଏକତା ଛକଠାରେ ଥିବା…

ବଙ୍ଗୋପସାଗରରେ ଲଘୁଚାପ: ରଥଯାତ୍ରାରେ ଅତି ପ୍ରବଳ ବର୍ଷା, ଆହୁରି ୪ ଦିନ ହାଇଆଲର୍ଟ!

ଭୁବନେଶ୍ୱର,୧୫।୭: ପାଣିପାଗକୁ ନେଇ ବଡ଼ ଖବର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ରଥଯାତ୍ରା ପୂର୍ବରୁ ପାଣିପାଗରେ ବଡ଼ ପରିବର୍ତ୍ତନ । ରାଜ୍ୟର ବିଭିନ୍ନ ସ୍ଥାନରେ…

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

ଏଥାନଲ୍ ମିଶ୍ରିତ ପେଟ୍ରୋଲ ପସନ୍ଦ ନୁହେଁ ତ ଅଧିକ ଟଙ୍କା ଦିଅ, ଶୁଦ୍ଧ ପେଟ୍ରୋଲ କିଣ: ନିତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୭: ଏଥାନଲ ମିଶ୍ରିତ ପେଟ୍ରୋଲ (E୨୦) କୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ଉପରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri