ନାୟକ ହେବାପାଇଁ ପିଲାବେଳୁ ଇଚ୍ଛା ଥିଲା

ଜଣେ ଶିଶୁ କଳାକାର ଭାବେ କ୍ୟାରିୟର ଆରମ୍ଭ କରି ‘ତୁ ମୋ ଲଭ୍‌ଷ୍ଟୋରି’ ଫିଲ୍ମରେ ମୁଖ୍ୟ ନାୟକ ଭାବେ ନଜରକୁ ଆସିଥିଲେ ସ୍ବରାଜ। ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଚୁଲ୍‌ବୁଲ୍‌ ନାୟକ ଭାବେ ଜଣାଶୁଣା ସ୍ବରାଜଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର।
ଧାରାବାହିକ, ଫିଲ୍ମରେ ଆମେ ଶିଶୁ କଳାକାରଭାବେ ଆପଣଙ୍କୁ ଦେଖିଥିଲୁ। ଏବେ ମୁଖ୍ୟ ନାୟକଭାବେ ଦେଖୁଛୁ। କ’ଣ ତଫାତ୍‌ ରହୁଛି?
ଆକାଶ ପାତାଳ ଫରକ ଅଛି। ଯେତେବେଳେ ଶିଶୁ କଳାକାରଭାବେ ଅଭିନୟ କରୁଥିଲି, ସେତେବେଳେ ମନରେ ଡର ନ ଥିଲା। ଫିଲ୍ମ କ’ଣ ଜାଣିପାରୁ ନ ଥିଲି। କିଛି ଚିନ୍ତା ନ ଥିଲା। ବାସ୍‌ ଯାଇକି ଅଭିନୟ କରି ପଳେଇ ଆସୁଥିଲି। ହେଲେ ଏବେ ମୁଖ୍ୟନାୟକ ଭାବେ ଅଭିନୟ କରିବାପରେ ଲାଗୁଛି ଯେମିତି ପୂରା ଫିଲ୍ମର ବୋଝ ମୋ କାନ୍ଧ ଉପରେ ଅଛି। ତା’ର ଓଜନ ଅନୁଭବ ହେଉଛି। ତେବେ ଭଗବାନ୍‌ଙ୍କ ଆଶୀର୍ବାଦ ଓ ଦର୍ଶକଙ୍କ ଭଲପାଇବା ଯୋଗୁ ସବୁକିଛି ଠିକ୍‌ଠାକ୍‌ ଚାଲିଛି।
ନାୟକ ହେବାପାଇଁ ପିଲାବେଳୁ ଇଚ୍ଛା ଥିଲା ନା ଏମିତି ହେଉ ହେଉ ହୋଇଯାଇଥିଲେ?
ପିଲାବେଳୁ ଇଚ୍ଛା ଥିଲା। ଯେତେବେଳେ ଶିଶୁ କଳାକାର ଥିଲି, ସେତେବେଳେ ବହୁତ ଇଚ୍ଛା ଥିଲା ହିରୋ ହେବା ପାଇଁ। ସେତେବେଳେ ବି ମୁଁ ଚରିତ୍ର ବାଛିକି କରୁଥିଲି। ଅନୁଭବ ଭାଇ କେମିତି ଫାଇଟ୍‌ କରୁଛନ୍ତି, ବାବୁସାନ୍‌ ଭାଇ କେମିତି ଡ୍ୟାନ୍ସ କରୁଛନ୍ତି, ତାହା ଦେଖି ସେମିତି କରିବା ପାଇଁ ମୋ ମନରେ ବି ଉତ୍ସାହ ଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୨ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଜୁନ୍‌ ୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା…

ରାଗରେ ନେତାନ୍ୟାହୁଙ୍କୁ ଫୋନ କଲେ ଟ୍ରମ୍ପ, ‘ତୁମେ ପାଗଳ ହୋଇଗଲ!’

ଓ୍ବାଶିଂଟନ,୨।୬: ଡୋନାଲ୍ଡ ଟ୍ରମ୍ପ ସୋମବାର ଦିନ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କୁ ଫୋନ୍ କରିଥିଲେ ଏବଂ ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣ ବୃଦ୍ଧି ପାଇଁ ତାଙ୍କୁ କଡ଼ା…

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri