ନିଃଶ୍ୱାସରେ ୮ ମିଟର ଯାଇପାରେ ଭୂତାଣୁ

ନୂଆଦିଲ୍ଲୀ,୨ା୪: କରୋନା ସଂକ୍ରମଣ ରୋକିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ଆମେରିକା ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନ୍‌ଶନ (ସିଡିସି) ପକ୍ଷରୁ ଯେତିକି ସାମାଜିକ ଦୂରତ୍ୱ ରଖିବା ଲାଗି ପରାମର୍ଶ ଦିଆଯାଇଛି, ତାହା ଯଥେଷ୍ଟ ହୋଇ ନ ପାରେ। କାରଣ ଜଣେ କରୋନା ରୋଗୀ କାଶିବା କିମ୍ବା ଛିଙ୍କିବା ଦ୍ୱାରା ଯେଉଁ ଭୂତାଣୁ ବାୟୁମଣ୍ଡଳକୁ ଆସିଥାଏ ତାହା ୮ ମିଟର ପର୍ଯ୍ୟନ୍ତ ଗତି କରିପାରେ ଓ ଏହା ବାୟୁରେ ବେଶ୍‌ କିଛି ଘଣ୍ଟା ତିଷ୍ଠି ରହିପାରେ ବୋଲି ଗବେଷକମାନେ ମତ ଦେଇଛନ୍ତି। ଆମେରିକୀୟ ମେଡିକାଲ ଆସୋସିଏଶନର ଏକ ପତ୍ରିକାରେ ଏହି ଗବେଷଣା ତଥ୍ୟ ପ୍ରକାଶ ପାଇଛି। ରୋଗୀର ନିଃଶ୍ୱାସରେ ବାହାରୁଥିବା ଭୂତାଣୁ କଣିକା ୨୩ରୁ ୨୭ ଫୁଟ୍‌ ବା ୭ରୁ ୮ ମିଟର ପର୍ଯ୍ୟନ୍ତ ଗତି କରିପାରିବ ବୋଲି ଏମ୍‌ଆଇଟିର ଆସୋସିଏଟ ପ୍ରଫେସର ଲିଡିଆ ବୁରୁଇବା ସତର୍କ କରାଇଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଅଧିନାୟକଙ୍କ ସାଇଲେଣ୍ଟ ୱାର୍‌: କ୍ରିକେଟ ମହଲରେ ଚର୍ଚ୍ଚା ଜୋରଦାର

ନୂଆଦିଲ୍ଲୀ,୧୦।୧୦: କ୍ରିକେଟ ପଡ଼ିଆରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ସାଧାରଣତଃ ବାକ୍‌ଯୁଦ୍ଧ କିମ୍ବା ସ୍ଲେଜିଂ ଦେଖିବାକୁ ମିଳେନାହିଁ। କିନ୍ତୁ ଚଳିତ ଗସ୍ତକୁ ନେଇ ଦୁଇ ଦଳର ଅଧିନାୟକଙ୍କ…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

IPL ୨୦୨୭ ପୂର୍ବରୁ CSKରେ ଲାଗିଲା ଜୋରଦାର ଝଟ୍‌କା: ୧୫ ବର୍ଷ ପରେ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ,୧୦।୧୦: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଟିମ୍‌ରେ ବଡ଼ ପରିବର୍ତ୍ତନ ଜାରି ରହିଛି। ଏହି ଫ୍ରାଞ୍ଚାଇଜ ନିଜର କିମ୍ବଦନ୍ତୀ ବ୍ୟାଟିଂ କୋଚ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?