ଆଜିକାଲି ରୋବୋକୁ ବିଭିନ୍ନ କାମରେ ନିୟୋଜିତ କରା ଯାଉଛି। ଏପରି କି ଚିକିତ୍ସା ବିଜ୍ଞାନରେ ବିଭିନ୍ନ ଜଟିଳ ଅପରେଶନରେ ଏହା ଡାକ୍ତରମାନଙ୍କୁ ସାହାଯ୍ୟ କରିବାର ଉଦାହରଣ ମଧ୍ୟ ରହିଛି। ନିକଟରେ ଜାପାନର ବୈଜ୍ଞାନିକମାନେ ଏପରି ଏକ ରୋବୋ ପ୍ରସ୍ତୁତ କରିଛନ୍ତି ଯାହା ନିଃସଙ୍ଗତା ଦୂରକରିପାରିବ। ଏହାର ସହାୟତା ନେଇ ଜଣେ ମନପସନ୍ଦର ଗୀତ ମଧ୍ୟ ଶୁଣିପାରିବ। ଏପରି କି ମନର କ୍ଳାନ୍ତି ଦୂରକରିବା ପାଇଁ ଉକ୍ତ ହାଇଟେକ୍ ରୋବୋ ସହ ବାର୍ତ୍ତାଳାପ କରିପାରିବ। ସମ୍ପୃକ୍ତ ବ୍ୟକ୍ତିର ମନୋଭାବକୁ ଭଲ ଭାବରେ ଅନୁଧ୍ୟାନ କରିବା ପରେ ତାହାର କିପରି ସମାଧାନ କରାଯାଇପାରିବ ସେ ନେଇ ଟିପ୍ସ ମଧ୍ୟ ଦେଇପାରିବ। ତେବେ ପରୀକ୍ଷାମୂଳକ ଭାବରେ ଏଥିରୁ ସଫଳତା ମିଳିଥିଲେ ମଧ୍ୟ ବଜାରରେ ଉପଲବ୍ଧ ହେବାକୁ ଆଉ କିଛି ସମୟ ଲାଗିବ ବୋଲି ପ୍ରସ୍ତୁତକର୍ତ୍ତା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।
Posted inHome, Home Left, ଜୀବନଚର୍ଯ୍ୟା View All
ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି
ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି E-KYC ଅବଧି...
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…
ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...
ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା
ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...
ବାଇକ୍କୁ ଧକ୍କାଦେଲା ବାଇକ୍, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...
ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ
ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ...
ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…
ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...
କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!
୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...
Archives


