ନିଃସର୍ତ୍ତ ସହଯୋଗ ଲାଗି ଶ୍ରଦ୍ଧାଙ୍କ ଗୁରୁତ୍ୱ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ନିକଟରେ ନିଜର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏକ କ୍ୟୁଟ୍‌ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ଏକ ଛୋଟ ହାତୀ ତାର ଶୁଣ୍ଢରେ ପାଣି ନେଇ ତା’ର ଅନ୍ୟ ପାର୍ଶ୍ୱରେ ଥିବା ଏକ ଓଟ ଉପରକୁ ଫୋପାଡ଼ୁଛି। ଏହାକୁ ଶେୟାର କରି ସେ ଉଲ୍ଲେଖ କରିଛନ୍ତି ଯେ, ବନ୍ୟ ପ୍ରାଣୀ ମଧ୍ୟ ସହାନୁଭୂତି ଅନୁଭବ କରିପାରନ୍ତି। ଏହି କ୍ୟୁଟ୍‌ ହାତୀଟି ପାଣି ଢାଳି ତା’ର ବନ୍ଧୁ ଓଟକୁ ଗରମରୁ ଥଣ୍ଡା କରିବାକୁ ଚେଷ୍ଟା କରୁଛି। ଏହି ଭିଡିଓଟି କେବେକାର ସେ ଜାଣି ନ ଥିବାବେଳେ ଜଣେ ଏହାକୁ ଶେୟାର କରିଥିଲେ। ସେତେବେଳେ ସେ ଆଶ୍ଚର୍ଯ୍ୟ ହେବା ସହ ଖୁସି ମଧ୍ୟ ହୋଇଥିଲେ ବୋଲି କହିଛନ୍ତିି। ସାହାଯ୍ୟ କରିବାକୁ ସେମାନଙ୍କ ପାଖରେ କଣସି ସର୍ତ୍ତ ନାହିଁ। ସେମାନଙ୍କଠାରୁ ମନୁଷ୍ୟ ବହୁତ କିଛି ଶିଖିବା ଦରକାର। କରୋନା ଭାଇରସ୍‌ ସଂକ୍ରମଣ ରୋକିବାକୁ ଭାରତରେ ବର୍ତ୍ତମାନ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଚାଲିଛି। ସମଗ୍ର ମାନବଜାତି ଏବେ ବିପଦରେ। ଏଥିରୁ ଆମକୁ ବାହାରିବାକୁ ହେଲେ କରୋନାକୁ ହରେଇବାକୁ ପଡ଼ିବ। କୌଣସି ସର୍ତ୍ତ ନ ରଖି ସମସ୍ତେ ସମସ୍ତଙ୍କୁ ସହାୟତା କରିବା ଦରକାର ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri