ନିଆଁ ଲାଗି ଧାନଖରି ଭସ୍ମୀଭୂତ

ଟିକ୍ରାପଡା,୧୨ା୧୨ (ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଯୁରାବନ୍ଧ ପଞ୍ଚାୟତ ଅଧିନ ପଟନିପିଟା ଗ୍ରାମରେ ବୈଶାଖୁ କାଲସାଏଙ୍କ ଖଳାରେ ବୁଧବାର ରାତିରେ ନିଆଁଲାଗି ଧାନ ଖରି ଜଳି ଯାଇଛି ା ମୁରିବାହାଲରୁ ଦମକଳ ଆସି ନିଆଁକୁ ଆୟତ୍ତ କରିଥିଲା ା ପ୍ରାୟ ୭୦ କୁଇଣ୍ଟାଲ ଧାନ ଏଥିଯୋଗୁ ନଷ୍ଟ ହୋଇଯାଇଥିବା ବୈଶାଖୁ ଟିକ୍ରାପଡା ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି। ନଷ୍ଟ ହୋଇଥିବା ଧାନର ମୂଲ୍ୟ ପ୍ରାୟ ୧ ଲକ୍ଷ ୧୫ ହଜାର ଅନୁମାନ କରାଯାଇଛି ା ଘଟଣାର ଅନୁସନ୍ଧାନ ଚାଲୁ ରହିଥିବା ଟିକ୍ରାପଡା ଫାଣ୍ଡି ଅଧିକାରୀ ଆଦିତ୍ୟ ପ୍ରକାଶ ସାହୁ ପ୍ରକାଶ କରିଛନ୍ତି। ବୈଶାଖୁଙ୍କ ପରିବାରରେ ଦଶ ଜଣ ସଦସ୍ୟ ରହିଥିବା ବେଳେ ସେମାନଙ୍କୁ କିଭଳି ଆହାର ଯୋଗାଇବେ ସେହି ଚିନ୍ତାରେ ବୈଶାଖୁ ପଡି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

ପିଲାଙ୍କ ଧରିତ୍ରୀ

Why Dharitri