Posted inଫୁରସତ

ନିଆରା ପ୍ରତିଯୋଗିତା: ବିବାହ ପୋଷାକରେ ଦୌଡ଼ିଲେ ୩୦୦ ପ୍ରତିଯୋଗୀ, ଜାଣନ୍ତୁ କେତେ ଥିଲା ଓ୍ବେଡିଙ୍ଗ୍‌ ପ୍ୟାକେଜ୍‌

ଆଜିକାଲି ସମୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଉଛି। ସେଥିମଧ୍ୟରୁ କେତେକ ପ୍ରତିଯୋଗିତା ସ୍ମରଣୀୟ ରଖିବାକୁ ନିଆରା ଢଙ୍ଗରେ ଆୟୋଜନ କରାଯାଇଥାଏ। ଏହିପରି ଏକ ଅଜବ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍‌ଠାରେ। ଯେଉଁଥିରେ ଏକା ସାଙ୍ଗରେ ୩୦୦ ପ୍ରତିଯୋଗୀ ଅର୍ଥାତ୍‌ ନବ ବିବାହିତା କନ୍ୟା ଭାଗନେଇଥିଲେ। ତାହା ପୁଣି ବିବାହ ପୋଷାକରେ ସେମାନଙ୍କୁ ଦୌଡ଼ିବାକୁ ପଡ଼ିଥିଲା। ଏହି ପ୍ରତିଯୋଗିତା ଜିତିଥିବା କନ୍ୟାଙ୍କୁ ୭୧ ଲକ୍ଷ ଟଙ୍କାର ଓ୍ବେଡିଙ୍ଗ୍‌ ପ୍ୟାକେଜ୍‌ ଦିଆଯାଇଛି। ଏପରି ପ୍ରତିଯୋଗିତା ବ୍ୟାଙ୍କକ୍‌ରେ ପ୍ରତିବର୍ଷ ଆୟୋଜନ କରାଯାଇଆସୁଛି। ଓ୍ବେଡିଙ୍ଗ୍‌ ପ୍ୟାକେଜ୍‌ ଦେଇ ବିବାହକୁ ଆହୁରି ସ୍ମରଣୀୟ କରାଯାଇଛି। ଗତବର୍ଷ ନଭେମ୍ବରରେ ମଧ୍ୟ ଏପରି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଏଥିରେ ବିଜୟୀ ହୋଇଥିବା କନ୍ୟାଙ୍କୁ ୪୩ ଲକ୍ଷ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri