ନିଆରା ମଣିଷ କାଙ୍ଗାଳି ମହାରଣା:  ନିଶା ଅଭିନୟ ପେସା ଚାଷ

ଚମ୍ପୁଆ,୧।୮(ଡି.ଏନ.ଏ) – ନିଶା ତାଙ୍କର ଅଭିନୟ କିନ୍ତୁ ପେଷାରେ ସେ ଜଣେ ଚାଷୀ। ସେ ହେଉଛନ୍ତି ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଙ୍ଗାମାଟିଆ ପଞ୍ଚାୟତର ଟିଆଁସପଶି ଗ୍ରାମର କାଙ୍ଗାଳୀ ମହାରଣା। ଛୋଟ ବେଳୁ ଅଭିନୟ ପ୍ରତି ରୁଚି ରଖିଥିବା ଏହି ମଣିଷ ୧୪ ବର୍ଷରୁ ଟିଆଁସପଶି ରାମଲୀଳା କମିଟିରେ ଯୋଗ ଦେଇ ହନୁମାନ ଭୂମିକାରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଥିଲେ। ୧୯୭୪ ମସିହାରୁ ଅଭିନୟ ଆରମ୍ଭ କରି କେନ୍ଦୁଝର, ମୟୁରଭଞ୍ଜ ଓ ଝାଡଖଣ୍ଡ ରାଜ୍ୟର ବିଭିନ୍ନ ଅଞ୍ଚଳରେ ରାମଲୀଳାରେ କାଙ୍ଗାଳିଙ୍କ ଏହି ହନୁମାନ ଚରିତ୍ର ଓ ଅଭିନୟ ଲୋକଙ୍କ ହୃଦୟକୁ ଛୁଇଁ ଥିବା ବେଳେ ବିଭିନ୍ନ ସ୍ଥାନରେ ସେ ପୁରସ୍କୃତ ହୋଇଛନ୍ତି। ଆର୍ଥକ ଅନାଟନ ସାଙ୍ଗକୁ ପଞ୍ଚମ ଶ୍ରେଣୀରେ ପଢୁଥିବା ବେଳେ ପିତା ଝାଡେଶ୍ୱର ମହାରଣାଙ୍କ ଦେହାନ୍ତ ତାଙ୍କ ପାଠ ପଢାରେ ଡୋରୀ ପଡ଼ିଥିଲା। ବର୍ତ୍ତମାନ ସୁଦ୍ଧା ପ୍ରୟ ୭୫ ଗୋଟି ମଣ୍ଡପରେ ନିଜର ପରାକାଷ୍ଠା ଦେଖାଇ ପାରିଛନ୍ତି। ଅଭିନୟ ନିଶା ସହିତ କୌଳିକ ବୃତ୍ତି ଓ ଚାଷ ତାଙ୍କର ଜୀବିକାର ଅନ୍ୟ ଏକ ପନ୍ଥା। ଜଣେ ଭଲ ଚାଷୀ ଭାବେ ପରିଚୟ ସୃଷ୍ଟି କରିଥିବା କାଙ୍ଗାଳି ଏବେ ବି ଅଭିନୟ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri