Posted inଫୁରସତ

ନିଆରା ମଣିଷ, ଟ୍ରାଫିକ୍‌ରେ ଛିଡା ହୋଇ ଜନହିତକର ସନ୍ଦେଶ ବାଣ୍ଟୁଛନ୍ତି କ୍ରିଷ୍ଣା

ଆଜିର ଜଞ୍ଜାଳମୟ ଜୀବନ ଭିତରେ ମଣିଷ ଏବେ ସ୍ବାର୍ଥପର ହୋଇଯାଇଛି। ନିଜ କଥା ବ୍ୟତୀତ ଆଉ କାହା ବିଷୟରେ ଚିନ୍ତା କରିବାକୁ ତା’ପାଖରେ ସମୟ ନାହଁି। କିନ୍ତୁ ଏଭଳି ଭିଡ଼ ଭିତରେ କିଛି ମଣିଷ ଥାନ୍ତି, ଯେଉଁମାନେ ଅନ୍ୟର ସୁଖଦୁଃଖ, ବିପଦଆପଦରେ ଛିଡ଼ାହେବା ସହ ନିଜ ଜୀବନକୁ ଉତ୍ସର୍ଗ କରିଦିଅନ୍ତି। ସେମାନଙ୍କୁ କୁହାଯାଏ ରିୟଲ୍‌ ହିରୋ। ଆଉ ଏହି ରିୟଲ୍‌ ହିରୋ ମଧ୍ୟରୁ ଅନ୍ୟତମ ହେଉଛନ୍ତି କ୍ରିଷ୍ଣା ଦାସ। ଦୀର୍ଘବର୍ଷ ହେବ ସେ ମୁମ୍ବାଇର ବ୍ୟସ୍ତବହୁଳ ଜୁହୁ ସର୍କଲ ସିଗ୍‌ନାଲରେ ନିଆରା ସାଧନା କରୁଛନ୍ତି। ଖରା ହେଉ କି ବର୍ଷା କ୍ରିଷ୍ଣା ହାତରେ ପୋଷ୍ଟର ଧରି ଛିଡ଼ା ହୋଇଥାନ୍ତି। ଏଥିରେ ମାନବତା ସହ ଜଡ଼ିତ କିଛି ନା କିଛି ସନ୍ଦେଶ ରହିଥାଏ। ଅସହିଷ୍ଣୁତା ବଢୁଥିବା ବର୍ତ୍ତମାନ ସମୟରେ ତାଙ୍କ ଦ୍ୱାରା ଯେଉଁ ସନ୍ଦେଶ ଲୋକଙ୍କୁ ମିଳିଥାଏ ତା’ର ଗଭୀର ପ୍ରାସଙ୍ଗିକତା ରହିଛି। ଏହାକୁ ପଢ଼ି ଅନେକ ଲୋକ ନିଜକୁ ବଦଳାଉଥିବାର ନଜରକୁ ଆସିଲାଣି। ତାଙ୍କ ସନ୍ଦେଶ ମଧ୍ୟରୁ ଗୋଟିଏ ହେଲା ‘ନିଜ ଧର୍ମ ପାଳନ କର, ସମସ୍ତଙ୍କୁ ଭଲପାଅ’। ଏଥିପାଇଁ ସେ କାହାରିଠୁ ଆର୍ଥିକ ସାହାଯ୍ୟ ମଧ୍ୟ ନିଅନ୍ତି ନାହଁି। ସନ୍ଦେଶ ପ୍ରେରଣକୁ ଜୀବନର ଏକ ମୁଖ୍ୟ ଦାୟିତ୍ୱ ବୋଲି ସେ ଧରିନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri