ନିକ୍‌ଙ୍କ ବୟସ କମାଇ ଟ୍ରୋଲ୍‌ ହେଲେ ପ୍ରିୟଙ୍କା

ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ବୟସ କମ୍‌ ଲେଖି ଟ୍ରୋଲ୍‌ ହୋଇଛନ୍ତି। ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ନିକ୍‌ ଟକିଲା ବ୍ରାଣ୍ଡ୍‌ ଭିଲା ଲଞ୍ଚ୍‌ କରିଥିବାରୁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରିୟଙ୍କା। ଫଟୋଟି ଶେୟାର କରି ୨୭ ବର୍ଷରେ ତୁମେ ଟକିଲାର ମାଲିକ ହୋଇଯାଇଛ। ତୁମ ପାଇଁ ମୁଁ ଗର୍ବିତ ବୋଲି ସେ ଲେଖିଛନ୍ତି। ଏହା ପରେ ୟୁଜରମାନେ ପ୍ରିୟଙ୍କାଙ୍କୁ ଟ୍ରୋଲ୍‌ କରିବାରେ ଲାଗିଛନ୍ତି।

ଜଣେ ୟୁଜର ଲେଖିଛନ୍ତି ନିକ୍‌ଙ୍କୁ ୨୬ ବର୍ଷ। ତୁମେ ତୁମ ସ୍ବାମୀଙ୍କ ଠିକ୍‌ ବୟସ ଜାଣିପାରୁନା। ଆଉ ଜଣେ ୟୁଜର ଲେଖିଛନ୍ତି, ତୁମ ବୟସ କମାଇବାକୁ ଯାଇ ସ୍ବାମୀଙ୍କ ବୟସ ବି କମାଇ ଦେଉଛ। ନିକ୍‌ ୧୬ ସେପ୍ଟେମ୍ବର ୧୯୯୨ରେ ଜନ୍ମ ହୋଇଛନ୍ତି। ଅର୍ଥାତ୍‌ ତାଙ୍କୁ ବର୍ତ୍ତମାନ ୨୬ ବର୍ଷ। କିଛିଦିନ ପରେ ନିକ୍‌ ୨୭ତମ ଜନ୍ମଦିବସ ପାଳନ କରିବେ। ୩୭ ବର୍ଷୀୟା ପ୍ରିୟଙ୍କା ଡିସେମ୍ବର ୨୦୧୮ରେ ନିକ୍‌ଙ୍କୁ ବିବାହ କରିଥିଲେ। ସ୍ବାମୀ ନିକ୍‌ଙ୍କଠାରୁ ପ୍ରିୟଙ୍କା ୧୦ ବର୍ଷ ବଡ଼।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri