ନିକ୍‌ଙ୍କ ସହ କେବେବି ଗୀତ ଗାଇବାକୁ ଚାହାଁନ୍ତି ନାହିଁ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ନିଜ ଅଭିନୟକୁ ନେଇ ବେଶ୍‌ ଚର୍ଚ୍ଚିତ। କେବଳ ଅଭିନୟ ନୁହେଁ ସେ ଫିଲ୍ମରେ କେତୋଟି ଗୀତ ମଧ୍ୟ ଗାଇଛନ୍ତି। ଯାହା ଶ୍ରୋତା ତଥା ଦର୍ଶକଙ୍କୁ ପସନ୍ଦ ଆସିଛି। ଏବେ ତାଙ୍କ ପ୍ରଶଂସକମାନେ ଅପେକ୍ଷା ରଖିଛନ୍ତି କେବେ ପ୍ରିୟଙ୍କା ତାଙ୍କ ସ୍ବାମୀ ତଥା ଅନ୍ତର୍ଜତୀୟ ଗାୟକ ନିକ୍‌ ଜୋନସଙ୍କ ସହ ଗୀତ ଗାଇବେ। ହେଲେ ନିକଟରେ ଏକ ଚାଟ୍‌ ଶୋ’ରେ ପ୍ରିୟଙ୍କା କହିଛନ୍ତି ସେ କେବେବି ନିକ୍‌ଙ୍କ ସହ ଗୀତ ଗାଇବାର ଭୁଲ୍‌ କରିବେନି। କାରଣ ନିକ୍‌ ଗୀତ ଲେଖିବା, ମ୍ୟୁଜିକ୍‌ କମ୍ପୋଜ୍‌ କରିବା ଓ ଗାଇବାରେ ଜଣେ ଓସ୍ତାଦ କଳାକାର। ମୋତେ ଗୀତ ଭଲଲାଗେ ବାସ୍‌। କିନ୍ତୁ ନିକ୍‌ଙ୍କର ସଙ୍ଗୀତକୁ ନେଇ ଯେତିକି ଜ୍ଞାନ ଅଛି ସେପର୍ଯ୍ୟନ୍ତ ମୁଁ ପହଞ୍ଚି ପାରିବି ନାହିଁ ବୋଲି ପ୍ରିୟଙ୍କା କହିଛନ୍ତି। ପ୍ରିୟଙ୍କାଙ୍କ ଏହି କଥା ଶୁଣିବା ପରେ ତାଙ୍କର ପ୍ରଶଂସକମାନେ ନିରାଶ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଆରଟିଆଇ (RTI) ର ବଡ଼ ତଥ୍ୟ, ୭ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମେକଅପ ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି ଟଙ୍କା

ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି…

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?