ନିଖୋଜ ନାବାଳିକାଙ୍କ ମୃତଦେହ ଉଦ୍ଧାର

ରାୟଗଡା ଅଫିସ, ୨୪।୧୨: ରାୟଗଡା ଜିଲା ଚନ୍ଦ୍ରପୁର ଗ୍ରାମରେ ଗତ ଶନିବାରଠାରୁ ନିଖୋଜ ଥିବା ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଚନ୍ଦ୍ରପୁର ଗ୍ରାମ ନିକଟସ୍ଥ ଚିଚିପଙ୍ଗା ଗ୍ରାମ ନିକଟସ୍ଥ ଜଙ୍ଗଲରୁ ମଙ୍ଗଳବାର ସକାଳୁ ନାବାଳିକାର ଅର୍ଦ୍ଧନଗ୍ନ ଅବସ୍ଥାରେ ମୃତଦେହ ପୋଲିସ ଉଦ୍ଧାର କରିଛି। ଏହି ଘଟଣାକୁ ନେଇ ଚନ୍ଦ୍ରପୁରରେ ଉତ୍ତେଜନା ଦେଖାଦେଇଥିବାବେଳେ ଗ୍ରାମବାସୀମାନେ ସ୍ଥାନୀୟ ଆଦର୍ଶ ବିଦ୍ୟାଳୟ ନିକଟରେ ରାସ୍ତାରୋକୋ କରିଥିଲେ। ରାୟଗଡାରୁ ସାଇଣ୍ଟିଫିକ ଟିମ ଓ ସନ୍ଧାନୀ କୁକୁର ପହଞ୍ଚିବା ପରେ ଜଙ୍ଗଲ ନିକଟରେ ଖୋଜାଖୋଜି କରିବା ପରେ ମୃତଦେହ ଠାବ ହୋଇଛି। ତେବେ କେଉଁ କାରଣ ପାଇଁ ନାବାଳିକାଙ୍କ ମୃତ୍ୟୁ ଘଟିଛି ତାହା ସ୍ପଷ୍ଟ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି

ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri