ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।,୨୮।୭ (ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗଁ। ଥାନା ମାର୍ଦ୍ଦିପଙ୍କା ଅଞ୍ଚଳରୁ ନିଖୋଜ ନାବାଳିକାଙ୍କୁ ୭ଦିନ ପରେ ବ୍ରାହ୍ମଣୀଗାଁ ପୋଲିସ ଶନିବାର ଦାରିଙ୍ଗବାଡ଼ି ଚାରିଛକରୁ ଉଦ୍ଧାର କରିଛି । ଫୁଲବାଣୀ ଜିଲା ସ୍ବାସ୍ଥ୍ୟକେନ୍ଦକ୍ରରେ ଚିକିତ୍ସା ପରେ ତାଙ୍କୁ ସିଡବ୍ଳୁସିଙ୍କୁ ହସ୍ତାନ୍ତର କରାଯାଇଥିବା ବ୍ରାହ୍ମଣୀଗଁା ଏସ୍ଆଇ ସଂଗ୍ରାମ କେଶରୀ ଜେନା ସୂଚନା ଦେଇଛନ୍ତି। ରବିବାର ନାବାଳିକା କୌଣସି କାରଣରୁ ଘରଛାଡ଼ି ପଳାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ସେ କହିଥିଲେ। ଶନିବାର ସକାଳୁ ପରିବାର ଲୋକ ବ୍ରାହ୍ମଣୀଗଁା
ଥାନାରେ ଅଭିଯୋଗ କରିଥିଲେ। ନଂ.୪୯/୧୯ରେ ମାମଲା ରୁଜୁ କରି
ପୋଲିସ ତଦନ୍ତ ଚଳାଇଥିଲା।
ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍
ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା…
ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି: ପିକ୍ଅପ୍ ଜବତ, ପୋଲିସ ୨ ଜଣଙ୍କୁ ଗିରଫ କରି…
ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ପଞ୍ଚାୟତ କାରିପାଙ୍ଗା ଗ୍ରାମର ଅରୁଣ ପ୍ରଧାନଙ୍କ ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ଼…
ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ
ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…
୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ
ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି…
ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି
ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ…
ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ
ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…
ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…
ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…
ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା
ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…
Archives

