Posted inଜାତୀୟ

ନିଖୋଜ ବିମାନ ଏଏନ୍‌-୩୨ ସନ୍ଧାନରେ ଇସ୍ରୋ ଉପଗ୍ରହ

ନୂଆଦିଲ୍ଲୀ,୪।୬: ଇତିମଧ୍ୟରେ ନିଖୋଜ ହୋଇଥିବା ଭାରତୀୟ ବାୟୁସେନା ବିମାନ ଏଏନ୍‌-୩୨ର କୌଣସି ଖୋଜ୍‌ ଖବର ମିଳିନାହିଁ। ଏହାର ସନ୍ଧାନରେ ଇସ୍ରୋ ସାଟେଲାଇଟ୍‌କୁ ନିୟୋଜିତ କରାଯାଇଛି। ସାଟେଲାଇଟ ଆସାମ ଏବଂ ଅରୁଣାଚଳପ୍ରଦେଶରେ ସନ୍ଧାନ ଜାରି ରଖିଛି। ବିମାନର ଖୋଜିବା କାର୍ଯ୍ୟରେ ସୁଖୋଇ-୩୦ ଏମ୍‌କେଆଇ, ସି-୧୩୦ ଜେ ସୁପର ହରକ୍ୟୁଲେସ୍‌କୁ ମଧ୍ୟ ନିୟୋଜିତ କରାଯାଇଛି। ଏଥିରେ ୧୩ ଜଣ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…

ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri