ନିଖୋଜ ମହିଳାଙ୍କ ମୃତଦେହ ପୁଣେରୁ ଉଦ୍ଧାର, ହତ୍ୟା ସନ୍ଦେହ

ପାତ୍ରପୁର,୨୧ା୪(ଡି.ଏନ.ଏ.)-ଆନ୍ଧ୍ରପ୍ରଦେଶ ମଞୁଷାଗଡ଼ ମହାଦେଇପୁର ଗ୍ରାମରେ ବିବାହ କରିଥିବା କେ. ନୂଆଗଁା ଫାଣ୍ଡି ବୀରସିଂହଲକ୍ଷ୍ଣୀନାରାୟଣପୁର ଗ୍ରାମର ପୀତାମ୍ବର ପ୍ରଧାନଙ୍କ ଝିଅ ପ୍ରିୟଙ୍କା(୨୦) ଗତ ମାର୍ଚ୍ଚ ୧୧ରେ ଜରଡ଼ା ଥାନା ସାମନ୍ତିଆପଲ୍ଲୀ ଭରତପତି କଲେଜକୁ ପରୀକ୍ଷା ଦେବାକୁ ଆସି ନିଖୋଜ ହୋଇଯାଇଥିଲେ। ଏନେଇ ପୀତାମ୍ବର ଜରଡ଼ା ଥାନାରେ ଏତଲା ଦେଇଥିଲେ। ହେଲେ ଶନିବାର ମହାରାଷ୍ଟ୍ର ପୁଣେର ଏକ ବନ୍ଦ କୋଠରୀରୁ ପ୍ରିୟଙ୍କାଙ୍କ ମୃତଦେହ ପୁଣେ ପୋଲିସ ଉଦ୍ଧାର କରିଛି। ପୁଣେ ପୋଲିସ ଠାରୁ ଖବର ପାଇ ଜରଡ଼ା ପୋଲିସ କେ.ନୂଆଗଁା ଥାନାକୁ ଜଣାଇଥିଲା। ଖବର ପାଇ ଯୁବତୀଙ୍କ ବାପା ପୁଣେ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri