ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ପାପଡ଼ାହାଣ୍ଡି/ମଇଦଲପୁର,୯।୧୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମଇଦଲପୁର ପଞ୍ଚାୟତ ଆମପାଣି ଘାଟିରୁ ସୋମବାର ପୋଲିସ ଏକ ମୃତଦେହ ଉଦ୍ଧାର କରିଛି। ସେ ହେଲେ ଝାଡ଼କୁଶମି ଗ୍ରାମର ରାମ ଭତରା। ସେ ଗତ ୫ ତାରିଖରୁ ନିଖୋଜ ଥିଲେ। କିଛି ଅଜଣା ଲୋକ ଆସି ତାଙ୍କୁ ଘରୁ ଡାକି ନେଇଥିଲେ। ସେହି ଦିନଠାରୁ ତାଙ୍କର କୌଣସି ପତ୍ତା ନ ଥିଲା। ଏକ ଧାରୁଆ ଅସ୍ତ୍ରରେ ତାଙ୍କ ବେକ କଟାଯାଇ ଥିବାବେଳେ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକେ ମଇଦଲପୁର ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

IPLକୁ ଫେରିପାରନ୍ତି ଏହି ଖେଳାଳି; କେଉଁ ଫ୍ରାଞ୍ଚାଇଜ ତାଙ୍କ ପାଇଁ ଉପଯୁକ୍ତ ହେବ? ପୂର୍ବତନ କ୍ରିକେଟର୍‌ କହିଲେ…

ନୂଆଦିଲ୍ଲୀ,୧୩।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ବର୍ତ୍ତମାନ ପାଞ୍ଚ-ମ୍ୟାଚ ବିଶିଷ୍ଟ T20 ସିରିଜ ଚାଲିଛି, ଯେଉଁଥିରେ ଭାରତୀୟ ଦଳ ୨-୧ରେ ଆଗୁଆ ରହିଛି। ଏହି ସିରିଜର ଚତୁର୍ଥ…

ଦ୍ରାବିଡ଼-ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ ଜୋରଦାର ଲଢେଇ: ଜାଣନ୍ତୁ କିଏ ମାରିଲେ ବାଜି

ନୂଆଦିଲ୍ଲୀ,୧୩।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ରାହୁଲ ଦ୍ରାବିଡ଼ ଓ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅଙ୍କ ମଧ୍ୟରେ କ୍ରିକେଟ ମଇଦାନରେ ଲଢ଼େଇ ଦେଖିବାକୁ ମିଳିଛି। ବିନୁ ମାଙ୍କଡ଼…

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

ଜୟଆଲୁକ୍କାସ ପକ୍ଷରୁ ଜୟୱାଲି ଦିୱାଲି ଉତ୍ସବ

ଭୁବନେଶ୍ୱର, ୧୩ା୧୦: ପାର୍ବଣକୁ ଦୃଷ୍ଟିରେ ରଖି ଜୟଆଲୁକ୍କାସ ପକ୍ଷରୁ ‘ଜୟୱାଲି ଦିୱାଲି’ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଅଳଙ୍କାର ମେକିଙ୍ଗ ଚାର୍ଜ ଉପରେ ୫୦% ରିହାତି…

ହୋଟେଲ୍‌ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି…

କ୍ରିକେଟ ଜଗତରେ ଖୁବ ଚର୍ଚ୍ଚା, କାହାକୁ ଭୁଲ ମାଗିଲେ ଆକୃତି? ନିର୍ବନ୍ଧ ଭାଙ୍ଗିବାର ୨୬ ଦିନ ପରେ ପୁଣି ଏକାଠି ହୋଇଛନ୍ତି ଆକୃତି ଅଗ୍ରୱାଲ-ପୃଥ୍ବୀ ଶ’

ନୂଆଦିଲ୍ଲୀ,୧୩।୧୦: ଭାରତୀୟ ଦଳର ଓପନର୍‌ ପୃଥ୍ବୀ ଶ’ଙ୍କ ମଙ୍ଗେତର (fianc଼e) ଆକୃତି ଅଗ୍ରୱାଲ ଗତ ସେପ୍ଟେମ୍ବର ୧୭ରେ ସେମାନଙ୍କ ନିର୍ବନ୍ଧ ଭାଙ୍ଗିଯାଇଥିବା ନେଇ ଘୋଷଣା କରିଥିଲେ। କିନ୍ତୁ…

ବିଶ୍ୱକପ୍‌ ୨୦୨୭ ପୂର୍ବରୁ ଗମ୍ଭୀରଙ୍କୁ କୈଫ୍‌ଙ୍କ ଚେତାବନୀ, ବିରାଟ-ରୋହିତ ନୁହେଁ….

ନୂଆଦିଲ୍ଲୀ,୧୩।୧୦: ଆସନ୍ତା ୨୦୨୭ ଦିନିକିଆ ବିଶ୍ୱକପ୍‌କୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। କେଉଁ ଖେଳାଳି ବିଶ୍ୱକପ୍‌ ଦଳରେ ସ୍ଥାନ ପାଇବେ, ତାହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?