Posted inଜାତୀୟ

ନିଜକୁ କଳ୍‌କି ଭଗବାନ କହୁଥିବା ବିଜୟଙ୍କ ଆଶ୍ରମରେ ଚଢ଼ାଉ: ୫ଶହ କୋଟି ଟଙ୍କା ଜବତ

ଚେନ୍ନାଇ,୨୨।୧୦: ନିଜକୁ ବିଷ୍ଣୁଙ୍କ ଅବତାର କହି କଳକି ଭଗବାନ ନାଁରେ ବେଶ୍‌ ପରିଚିତ ଥିବା ୭୦ ବର୍ଷୀୟ ବିଜୟ କୁମାରଙ୍କ ଭିନ୍ନ ଭିନ୍ନ ଆଶ୍ରମରେ ଆୟକର ବିଭାଗ ଚଢ଼ାଉ କରିଛି। ଏହି ଚଢ଼ାଉରେ ପ୍ରାୟ ୫୦୦କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ଆଶ୍ରମରୁ ଭାରତୀୟ ଟଙ୍କା ଅନୁସାରେ ୪୪କୋଟି ଟଙ୍କା ମିଳିଥିବା ବେଳେ ୨୫ଲକ୍ଷ ଆମେରିକା ଡଲାର ଓ ୮୮କିଲୋଗ୍ରାମର ସୁନା ଓ ୧୨୭୧ କ୍ୟାରେଟ୍‌ର ହୀରା ଜବତ କରିଛି ଟିମ୍‌। ସୁନା ଅଳଙ୍କାରର ଆନୁମାନିକ ମୂଲ୍ୟ ପ୍ରାୟ ୨୬କୋଟି ଟଙ୍କା ଓ ହୀରା ପ୍ରାୟ ୫କୋଟି ଟଙ୍କା ହେବ ବୋଲି ସୂଚନା ମିଳିଛି। କଳ୍‌କି ମହାରାଜଙ୍କ ସାମ୍ରାଜ୍ୟ ଆନ୍ଧ୍ର ପଦେଶ, କର୍ନାଟକ, ଓ ତାମିଲନାଡୁଠାରୁ ଆରମ୍ଭ କରି ବିଦେଶ ପର୍ଯ୍ୟନ୍ତ ଏହାର ଚେର ଲମ୍ବିଛି। ତେବେ ୩ଟି ରାଜ୍ୟରେ କଳ୍‌କି ମହାରାଜଙ୍କ ପ୍ରାୟ ୪୦ଟି ସ୍ଥାନରେ ଆୟକର ବିଭାଗର ୩୦୦ ଅଧିକାରୀ ଚଢ଼ାଉ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri